ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ସୂଚନା ମିଳିଛି। ତେବେ ହତ୍ୟା କରିବା ପରେ ଏକ ଚିଠିରେ ପୋଲିସ ଇନ୍‌ଫର୍ମର ଥିବାରୁ ତାଙ୍କୁ ହତ୍ୟା କରିଥିବା ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri