ଇଟାଭାଟି ମାଲିକଙ୍କୁ ନିର୍ମମ ହତ୍ୟା

ମହାକାଳପଡ଼ା,୨୮ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଖରିନାସୀ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଜଣାପଡ଼ିଛି। ମୃତ ଯୁବକଙ୍କ ନାମ ଦିନେଶ ବୈଦ(୩୫)। ତାଙ୍କ ଘର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ପଞ୍ଚାୟତର ପିତାପାଟ ଗ୍ରାମରେ। ସେ ଖରିନାସୀ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଏକ ସିମେଣ୍ଟ ଇଟା ଭାଟି କରିଥିଲେ। ତେବେ କେହି ଦୁର୍ବୃତ୍ତ ରବିବାର ରାତିରେ ତାଙ୍କ ମୁଣ୍ଡକୁ ହାଣି ଦେଇଛନ୍ତି। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ସୋମବାର ସକାଳୁ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri