Posted inଜାତୀୟ

ମୁର୍ଶିଦାବାଦରେ ୧୭.୫୪ ପ୍ରତିଶତ ଭୋଟିଂ: ମତଦାନ କେନ୍ଦ୍ରରେ ଉତ୍ତେଜନା, ୩ ଟିଏମ୍‌ସି କର୍ମକର୍ତ୍ତା ଆହତ

ମୁର୍ଶିଦାବାଦ,୨୩।୪:  ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ସକାଳୁ ମତଦାତାମାନେ ବହୁ ଉତ୍ସାହର ସହ ଭୋଟଦାନ କରିଥିବା ବେଳେ ୧୧ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି। ଏଥିସହ ସମ୍ବେଦନଶୀଳ ଓ ଅତିସମ୍ବେଦନଶୀଳ ବୁଥ୍‌ ଗୁଡ଼ିକରେ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅପରପକ୍ଷରେ ମୁର୍ଶିଦାବାଦର ୭ ନଂ ଓ୍ବାର୍ଡରେ ଭୋଟ ଗ୍ରହଣ ସମୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଟିଏମ୍‌ସିର ୩ଜଣ କର୍ମକର୍ତ୍ତା ଆହତ ହୋଇଥିବା ଜଣାପଡ଼ିଛି। ତେବେ ପଶ୍ଚିମ ବଙ୍ଗରେ ସକାଳ ୧୦ଟା ସୁଦ୍ଧା ୧୭.୫୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ଗାଡ଼ି ଚାଳକଙ୍କୁ ମିଳିବ…

ନୂଆଦିଲ୍ଲୀ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଫଳସ୍ୱରୂପ, ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟ ସ୍ଥିର ଭାବରେ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri