Posted inଖେଳ

ଧୋନୀଙ୍କ ବଡ ଭକ୍ତ ଏହି ବାଂଲାଦେଶ ଖେଳାଳି

ବାଂଲାଦେଶ ଖେଳାଳି ମୁଶଫିକର ରହିମ ଭାରତୀୟ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ନିଜ ଆଦର୍ଶ ବୋଲି କହିଛନ୍ତି। ଉଇକେଟ୍‌ କିପିଂ, ବ୍ୟାଟିଂ ଏବଂ ଅଧିନାୟିକତ୍ୱ ସବୁଥିରେ ସେ ମାହିର। କ୍ରିକେଟ୍‌ରେ ତାଙ୍କ ଭଳି ବ୍ୟକ୍ତିତ୍ୱ ବିରଳ ବୋଲି କହିଛନ୍ତି ରହିମ୍‌। ପୂର୍ବରୁ ମୁଁ କ୍ରିକେଟରେ କୌଣସି ଖେଳାଳିଙ୍କୁ ମୋର ଆଦର୍ଶ ମାନି ନ ଥିଲି କିନ୍ତୁ ଦୃଢତାର ସହ କହିବି ଧୋନୀ ମୋର ଆଦର୍ଶ। ୩୩ ବର୍ଷୀୟ ରହିମ ବାଂଲାଦେଶର ସବୁଠୁ ଭଲ ଖେଳାଳି ଭାବେ ଜଣାଶୁଣା। ଯେ ଦେଶ ପକ୍ଷରୁ ୭୦ଟି ଟେଷ୍ଟ ଖେଳି ୪୪୧୩ ରନ୍‌ ଏବଂ ୨୧୮ଟି ଏକଦିବସୀୟ ଖେଳି ୬୧୭୪ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

୯ବର୍ଷ ମଧ୍ୟରେ ଦ୍ୱିତୀୟ ଥର ଇସ୍ରାଏଲରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ ନେତାନ୍ୟାହୁଙ୍କୁ ଆଲିଙ୍ଗନ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ତାଙ୍କ ବିମାନ ତେଲ ଅଭିଭର ବେନ୍ ଗୁରିଅନ୍ ବିମାନବନ୍ଦରରେ ଅବତରଣ କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ…

ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍‌ପି କହିଲେ ପୂରା ଘଟଣା…

ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ…

ଗୁଗୁଲ ଏବଂ ୟୁଟ୍ୟୁବକୁ ଚଳାଉଥିବା ସିଇଓମାନେ କେଉଁ ଜାତିର? ଜାଣିଲେ ହୋଇଯିବେ ତାଜୁବ

ବିଶ୍ୱର ସର୍ୱବୃହତ ଟେକ ଏବଂ ଲଗଜରୀ କମ୍ପାନୀଗୁଡ଼ିକରେ ଭାରତୀୟ ବଂଶୋଦ୍ଭବ କାର୍ଯ୍ୟନିର୍ୱାହୀଙ୍କ ପ୍ରାଧାନ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଦିଲ୍ଲୀରେ ସମ୍ପ୍ରତି ଅନୁଷ୍ଠିତ ଏଆଇ ସମ୍ମିଳନୀରେ, ଫ୍ରାନ୍ସ…

ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍‌, ଆଉ ତା’ ପରେ…

ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍‌ ମାଡ଼ି ଯିବାରୁ…

ମିଳିନି ଟୋକନ, ବିକ୍ରି ହୋଇନି ଧାନ: ବିଦ୍ୟୁତ୍ ବିଲ୍ ବାବଦକୁ ଅଫିସରେ ଧାନ ଗଦା କଲେ ଚାଷୀ

ଭେଡେନ,୨୫।୨(ହୃଷିକେଶ ଖମାରୀ): ବରଗଡ଼ ଜିଲାରେ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଫଳରେ ପରିବାର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ…

ହସ୍ପିଟାଲରେ ଆଶ୍ଚର୍ଯ୍ୟଜନକ ଅବହେଳା, ଡ୍ରେସିଂ ହଟାଇବା ବେଳେ କାଟିଦେଲେ ୬ ମାସ ଶିଶୁର ଆଙ୍ଗୁଠି

ବେଙ୍ଗାଲୁରୁ,୨୫ା୨: କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରୁ ଚିକିତ୍ସା ଅବହେଳାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରୋଇ ହସ୍ପିଟାଲ କର୍ମଚାରୀଙ୍କ ଅବହେଳା ଯୋଗୁଁ ଏକ ଛଅ ମାସର…

କମିବ ଖାଇବା ତେଲ ରେଟ! ସାଧାରଣ ଲୋକଙ୍କ ପାଇଁ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୫ା୨: ବର୍ତ୍ତମାନର ମହଙ୍ଗା ଯୁଗରେ କେନ୍ଦ୍ର ସରକାର ସାଧାରଣ ଲୋକଙ୍କୁ ଖୁସି ଖବର ଦେଇଛନ୍ତି। କ୍ରମାଗତ ଭାବରେ ବର୍ଦ୍ଧିତ ମୂଲ୍ୟ ହେତୁ ଚିନ୍ତାରେ ଥିବା ଗ୍ରାହକମାନଙ୍କୁ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri