ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତି ଆଉନାହାନ୍ତି

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଓଡ଼ିଶାର ପ୍ରସିଦ୍ଧ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ସୋମବାର ପରଲୋକ ଘଟିଛି। ଏନେଇ ତାଙ୍କ ଝିଅ ଅନ୍ବେଷା ମହାନ୍ତି ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ସେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ସୂଚନାଯୋଗ୍ୟ, ଅମରେନ୍ଦ୍ର ଓଡ଼ିଶା ସଙ୍ଗୀତ ଜଗତରେ ଜଣେ ଜଣାଶୁଣା ସଙ୍ଗୀତଜ୍ଞ ଥିଲେ। ସେ ଅନେକ ଓଡ଼ିଆ ଫିଲ୍ମ ଏବଂ ଆଲବମ୍‌ରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିର୍ତ୍ତୋଲ-ପୋଷଳ ମହାନଦୀ ସେତୁ ନିମର୍ମାଣ ହେବ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ତିର୍ତ୍ତୋଲବାସୀଙ୍କୁ ଏକ ଭେଟି ଦେଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚ...

ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୯ା୧୧: ଦରଘାବଜାର ଥାନା ଅଞ୍ଚଳରେ ୨୦୧୪ରେ ଘଟିଥିବା ନାବାଳିକା ବଳାତ୍କାର ଓ ଅନ୍ତଃସତ୍ତ୍ୱା ଘଟଣାରେ କଟକ ତୃତୀୟ ଅତିରିକ୍ତ ସେସନ ଜଜ୍‌ ତଥା...

ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ

ମୁମ୍ବାଇ: ବଲିଉଡ୍‌ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍‌ ଜଣାଶୁଣା। ମ୍ୟୁଜିକ୍‌ ଶୋ’ ସମୟରେ ହେଉ କି...

‘ରହନା ହୈ ତେରେ ଦିଲ୍‌ମୈ’: ୧୯ ବର୍ଷ ପରେ ପୁଣିଥରେ ଏହି ଯୋଡିକୁ ଏକାଠି ଦେଖିବାକୁ ଚାହୁଁଛନ୍ତି ଦର୍ଶକ

ବଲିଉଡ୍‌ର କ୍ଲାସିକ୍‌ ରୋମାଣ୍ଟିକ୍‌ ଫିଲ୍ମ ମଧ୍ୟରେ ଦିୟା ମିର୍ଜା ଏବଂ ଆର୍‌ ମାଧବନଙ୍କ ଅଭିନୀତ ‘ରହନା ହୈ ତେରେ ଦିଲ୍‌ ମେଁ’ ଅନ୍ୟତମ। ଉକ୍ତ ସମୟରେ...

ନବବଧୂଙ୍କୁ ନେଇ ଘରକୁ ଫେରୁଥିଲେ ଆଦିତ୍ୟ ନାରାୟଣ: ରାସ୍ତାରେ ଅଟକାଇ ଦେଲେ ଏମାନେ

ପ୍ରସିଦ୍ଧ ଗାୟକ ତଥା ଇଣ୍ଡିଆନ ଆଇଡଲ ୧୨ର ହୋଷ୍ଟ ଆଦିତ୍ୟ ନାରାୟଣ ତାଙ୍କ ପ୍ରେମିକା ଶ୍ୱେତା ଅଗ୍ରୱାଲଙ୍କ ସହିତ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଡିସେମ୍ବର...

‘ଭାରତ-ଆମେରିକା ମଧ୍ୟରେ ପୁନଃ ପ୍ରତିଷ୍ଠା ହେବ ରଣନୈତିକ ଉର୍ଜା ସମ୍ପର୍କ’

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଊର୍ଜା ସଚିବ ଜେନିଫର ଗ୍ରାନ୍‌ହୋଲମଙ୍କ ମଧ୍ୟରେ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏକ ପ୍ରାରମ୍ଭିକ ବୈଠକ...

ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ପାର୍କିଂ ବ୍ୟବସ୍ଥା ଭୁଲିଛି ପୌରପାଳିକା

ଅନୁଗୋଳ ଅଫିସ, ୨୧।୧: ବଢ଼ୁଛି ଅନୁଗୋଳ ସହର, ବଜାର। ଲୋକ ସଂଖ୍ୟାରେ ମଧ୍ୟ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହେଉଛି। ତଦନୁଯାୟୀ ସହରରେ ବାଇକ୍‌ ଓ ଚାରି...

Advertisement
Archives

Model This Week