କଂଗ୍ରେସରେ ଯୋଗଦେଲେ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍‌ଲି ରଥ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍‌ଲି ରଥ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଗୁଡ୍‌ଲିଙ୍କ ସହ ସୁନାମଧନ୍ୟ କଣ୍ଠଶିଳ୍ପୀ ପମି ମିଶ୍ର, ରଶ୍ମିତା ସାହୁ ପ୍ରମୁଖ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏହି ୩ ଜଣଙ୍କୁ ସ୍ବାଗତ କରିଥିଲେ।
ଏହି ମିଶ୍ରଣ ପର୍ବରେ ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଶରତ ରାଉତ, ଗଣେଶ୍ୱର ବେହରା, ବିଧାୟକ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା ଓ ବହୁ କଂଗ୍ରେସ ନେତୃବର୍ଗ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri