ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନମନ୍ତ୍ରୀ ପ୍ରତାପ ଜେନା, ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୁରୀ ସ୍ବର୍ଗଦ୍ୱାରଠାରେ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ରହିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri