Posted inଜାତୀୟ

୧୦୦ ବିଲିୟନ ଡଲାର ହରାଇଲେଣି ମସ୍କ

ନୂଆଦିଲ୍ଲୀ,୨୩।୧୧(ପି.ଟି.): ଟେସ୍‌ଲା ସହପ୍ରତିଷ୍ଠାତା ଏଲନ୍‌ ମସ୍କ ଚଳିତ ବର୍ଷ ୧୦୦.୫ ବିଲିୟନ ଡଲାର ହରାଇଲେଣି। ତଥାପି ସେ ଏବେ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ। ବ୍ଲୁମ୍‌ବର୍ଗ ବିଲିୟନେୟାର୍ସ ସୂଚକାଙ୍କ ଅନୁଯାୟୀ ତାଙ୍କ ମୋଟ ସମ୍ପତ୍ତି ପରିମାଣ ୧୬୯.୮ ବିଲିୟନ ଡଲାର। ବର୍ଷେରୁ ଉର୍ଦ୍ଧ୍ୱ ସମୟ ପୂର୍ବରୁ ତାଙ୍କ ସମ୍ପତ୍ତି ପରିମାଣ ସର୍ବାଧିକ ୩୪୦ ବିଲିୟନ ଡଲାରରେ ପହଞ୍ଚତ୍ଥିଲା। ଏବେ ସେ ଦୈନିକ ହାରାହାରି ୨,୫୦୦ କୋଟି ଟଙ୍କା ହରାଉଥିବା ଜଣାପଡ଼ିଛି।
ଚଳିତ ବର୍ଷ ମସ୍କ ଅନେକ ଚ୍ୟାଲେଞ୍ଜ୍‌ର ସମ୍ମୁଖୀନ ହୋଇଛନ୍ତି। ନିର୍ମାଣଜନିତ ତ୍ରୁଟି ଯୋଗୁ ଆମେରିକାରେ ତାଙ୍କ ଟେସ୍‌ଲା କମ୍ପାନୀକୁ ୩ ଲକ୍ଷ ଗାଡ଼ି ଫେରାଇ ନେବାକୁ ପଡ଼ିଛି। ଫଳରେ ସୋମବାର ନ୍ୟୁୟର୍କ ଟ୍ରେଡିଂରେ ଟେସ୍‌ଲା ଶେୟାର ୬.୮ ପ୍ରତିଶତ ହ୍ରାସ ପାଇ ୧୬୭.୮୭ ଡଲାରରେ ପହଞ୍ଚତ୍ଛି, ଯାହାକି ୨୦୨୦ ନଭେମ୍ବରଠାରୁ ସର୍ବନିମ୍ନ। ବର୍ଷକରେ ଶେୟାର ମୂଲ୍ୟ ୫୨ ପ୍ରତିଶତ ହ୍ରାସ ପାଇଛି। ଗତମାସରେ ମସ୍କ ୪୪ ବିନିୟନ ଡଲାର ବିନିମୟରେ ସୋସିଆଲ ମିଡିଆ ନେଟ୍‌ଓ୍ବର୍କ ଟୁଇଟରକୁ କିଣିଥିଲେ। ଏହା ପରେ ସେ ଟୁଇଟରରୁ ୬୦ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri