କେଜ୍‌ ଫାଇଟରେ ମୁହାଁମୁହିଁ ହେବେ ମସ୍କ- ଜୁକରବର୍ଗ, ଲାଇଭ ଷ୍ଟ୍ରିମିଂ ଏକ୍ସରେ…

ଓ୍ବାଶିଂଟନ,୭।୮ : ଦୁନିଆର ଦୁଇ ବଡ ବ୍ୟକ୍ତିତ୍ୱ ପ୍ରଥମ ଥର ପାଇଁ ମୁହାଁମୁହିଁ ହେବେ। ଟୁଇଟର (ଏକ୍ସ) ସିଇଓ ଏଲନ ମସ୍କ ଏବଂ ମେଟା (ଫେସବୁକ) ସିଇଓ ମାର୍କ ଜୁକରବର୍ଗଙ୍କ ମଧ୍ୟରେ ଏକ କେଜ ଲଢ଼େଇ ହେବାକୁ ଯାଉଛି।
ଏହି ଲଢ଼େଇ ଲାଇଭ ଷ୍ଟ୍ରିମିଂ ହେବ, ଯାହାକୁ ୟୁଜର ଏକ୍ସ ଅର୍ଥାତ ଟୁଇଟରରେ ଦେଖିପାରିବେ। ଏକ୍ସରେ ଏଲନ ମସ୍କ ଏହି ଲଢ଼େଇ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ଲଢ଼େଇରୁ ଅର୍ଜିତ ଟଙ୍କାକୁ ଦାନ ଭାବେ ଦିଆଯିବ ।

ମସ୍କ ଟୁଇଟ କରି ଲେଖିଛନ୍ତି, ଏଲନ ବନାମ ଜୁକରବର୍ଗଙ୍କ ଯୁଦ୍ଧ ଏକ୍ସରେ ସିଧା ପ୍ରସାରଣ ହେବ। ସମସ୍ତ ଅର୍ଥକୁ ଦାନ କରାଯିବ । ଅବଶ୍ୟ, ଜୁକରବର୍ଗ ତାଙ୍କ ନୂତନ ଭାବରେ ଆରମ୍ଭ ହୋଇଥିବା ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଥ୍ରେଡ୍ସରେ ଲେଖିଥିଲେ ଏକ୍ସ ଟଙ୍କା ସଂଗ୍ରହ କରିବା ପାଇଁ ଏକ ବିଶ୍ୱାସନୀୟ ପ୍ଲାଟଫର୍ମ ନୁହେଁ।

ବୈଷୟିକ ଶିଳ୍ପର ଦୁଇ ବଡ ପ୍ରତିଭା ପରସ୍ପରକୁ ପରାସ୍ତ କରିବାକୁ ପ୍ରତିଯୋଗିତା ଆରମ୍ଭ କରିଛନ୍ତି। ମେଟା ଏକ୍ସ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିକଟରେ ଏହାର ମାଇକ୍ରୋବ୍ଲଗିଂ ଆପ ଥ୍ରେଡ୍ସ ଲଞ୍ଚ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri