ମସ୍କଙ୍କ ବିରୋଧରେ କୋର୍ଟରେ ମାମଲା

ନୂଆଦିଲ୍ଲୀ, ୧୪।୪: ଟେସ୍‌ଲା ସିଇଓ ଏଲନ୍‌ ମସ୍କଙ୍କ ନାଁରେ ଆମେରିକାର ଏକ କୋର୍ଟରେ ମାମଲା ଦାୟର କରାଯାଇଛି। ଟୁଇଟରରେ ନିଜ ଶେୟାର କ୍ରୟ କରିଥିବା ସମ୍ପର୍କରେ ଜାଣିଶୁଣି ବିଳମ୍ବରେ ଘୋଷଣା କରିଥିବା ଆରୋପ ତାଙ୍କ ଉପରେ ଲଗାଯାଇଛି। ଆମେରିକାର ମାନ୍‌ହଟ୍ଟାନର ଫେଡେରାଲ କୋର୍ଟରେ ମସ୍କଙ୍କ ନାମରେ ଟୁଇଟରର କିଛି ପୂର୍ବ ଶେୟାରଧାରକ ମକଦ୍ଦମା ଦାୟର କରିଛନ୍ତି। ସେମାନେ କୋର୍ଟରେ ମସ୍କଙ୍କ ବିରୋଧରେ ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଅଲ୍‌ମିର ନ୍ୟୁ ନାର୍‌ଜୋ ଏନ୍‌୫୩ ଉନ୍ମୋଚିତ

ନୂଆଦିଲ୍ଲୀ,୨୩।୫: ରିଅଲ୍‌ମିର ନୂଆ ସ୍ମାର୍ଟଫୋନ୍‌ ରିଅଲ୍‌ମି ନ୍ୟୁ ନାର୍‌ଜୋ ଏନ୍‌୫୩ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଉକ୍ତ ବ୍ରାଣ୍ଡ୍‌ ବର୍ତ୍ତମାନ ଭାରତୀୟ ବଜାରରେ ଉପଲବ୍ଧ...

ଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ

ଭୁବନେଶ୍ୱର,୧୮-୪: ଏସ୍‌ବିଆଇ ଲାଇଫ ଇନସ୍ୟୁରାନ୍ସ ପକ୍ଷରୁ ସ୍ଥାନୀୟ ଇନଫୋସିଟି ଇନଫିନିଆ ଟାଓ୍ବାରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ ହୋଇଛି। ଏସ୍‌ବିଆଇ ଲାଇଫର ଏମ୍‌ଡି ତଥା ସିିଇଓ...

ମୋବାଇଲ ଆପ୍ଲିକେଶନରେ ହେବ ଚଳିତ ବର୍ଷର ବଜେଟ

ନୂଆଦିଲ୍ଲୀ,୩୦।୧: ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ କାଗଜ କଲମ ବଦଳରେ ମୋବାଇଲ ଆପ୍‌ ଜରିଆରେ ବଜେଟ ଉପସ୍ଥାପନ କରାଯିବ। ଦେଶବାସୀ ଓ ସରକାର...

ପାନାସୋନିକ ପକ୍ଷରୁ କାରାଭାନର ଶୁଭାରମ୍ଭ

ଭୁବନେଶ୍ୱର, ୧୫-୮: ପାର୍ବଣକୁ ଧ୍ୟାନରେ ରଖି ପାନାସୋନିକ ପକ୍ଷରୁ ନୂଆ କାରାଭାନର ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀ ନୂଆ ମାର୍କେଟିଂ କ୍ୟାମ୍ପେନ ଅନ୍ତର୍ଗତ ବିଭିନ୍ନ ପଦକ୍ଷେପ...

ଜ୍ୟାକ୍‌ ମାଙ୍କ ଅଢ଼େଇ ଲକ୍ଷ କୋଟିର ଆଇପିଓ ଅଟକିଲା

ନୂଆଦିଲ୍ଲୀ: ଚାଇନାର ସବୁଠାରୁ ଧନୀ ବ୍ୟକ୍ତି ଜ୍ୟାକ ମା ୨.୫ ଲକ୍ଷ କୋଟି ମୂଲ୍ୟର ଇନିସିଆଲ ପବ୍ଲିକ ଅଫରିଂ (ଆଇପିଓ) ଆଣିବା ନେଇ ଯୋଜନା ରଖିଥିଲେ।...

ଶୀଘ୍ର ଅଭିବୃଦ୍ଧି ପଥକୁ ଫେରିବ ଭାରତ

ଡାଭୋସ,୨୫-୧ : ମାନ୍ଦାବସ୍ଥା ଦେଇ ଗତି କରୁଥିବା ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ଶୁକ୍ରବାର ଆଶ୍ୱସ୍ତି ଭରା ଖବର ଆଣିଛି। ଭାରତରେ...

ଓରିହୋମ୍‌ ପକ୍ଷରୁ ଗୃହ ନିର୍ମାଣ ସଲ୍ୟୁଶନ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ପ୍ରଥମ ଟେକ୍ନୋଲୋଜିଭିତ୍ତିକ କନ୍‌ଷ୍ଟ୍ରକ୍‌ଶନ କମ୍ପାନୀ ଓରିହୋମ୍‌ କନ୍‌ଷ୍ଟ୍ରକ୍‌ଶନ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଗୃହ ନିର୍ମାଣ ସଲ୍ୟୁଶନ ସମ୍ପର୍କରେ ଘୋଷଣା ହୋଇଛି। କମ୍ପାନୀ ବିଶେଷ...

ରେଲଓ୍ବେ ଲାଗି ଓଡ଼ିଶାକୁ ୬୯୯୫ କୋଟି

ଭୁବନେଶ୍ୱର: ବଜେଟ ୨୦୨୧-୨୨ରେ ଓଡିଶାକୁ ବ୍ୟୟ ବରାଦ ବୃଦ୍ଧି କରାଯାଇଛି। ୨୦୨୦-୨୧ରେ ରାଜ୍ୟକୁ ୫୭୫୯.୬୪ କୋଟି ଟଙ୍କା ମିଳିଥିବା ବେଳେ ଚଳିତ ବର୍ଷ ବଜେଟରେ ଏହା...

Advertisement
Archives

Model This Week