ମସ୍କଙ୍କ ବିବାଦୀୟ ବୟାନ, Barack Obama ଜଣେ ସମଲିଙ୍ଗୀ, ପୁରଷଙ୍କୁ ବିବାହ କରିଛନ୍ତି!

ଓ୍ବାଶିଂଟନ୍‌,୧୬।୨: Obama Couple ଜଣେ ସମଲିଙ୍ଗୀ। ସେ ଜଣେ ପୁରୁଷଙ୍କୁ ବିବାହ କରିଛନ୍ତି। ଏପରି ବିବାଦୀୟ ବୟାନ ଦେଇଛନ୍ତି କୋଟିପତି ଏଲନ ମସ୍କଙ୍କ ବାପା ଏରୋଲ ମସ୍କ। ସମ୍ପ୍ରତି ପୂର୍ବତନ ଆମେରିକାର ପ୍ରଥମ ମହିଳା ମିଶେଲ ଓବାମା ଚର୍ଚ୍ଚାରେ ରହି ଆସିଛନ୍ତି। ନିକଟରେ ଛାଡପତ୍ର ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହି କ୍ରମରେ ମସ୍କଙ୍କ ବାପା କହିଛନ୍ତି ଯେ, ମିଶେଲ ଓବାମା ଜଣେ ପୁରୁଷ ଯିଏ ଜଣେ ମହିଳାଙ୍କ ପରି ପୋଷାକ ପିନ୍ଧନ୍ତି। ସେ ଏହା ମଧ୍ୟ ଅଭିଯୋଗ କରିଛନ୍ତି ଯେ, ତାଙ୍କ ସୱାମୀ ଏବଂ ପୂର୍ବତନ ଆମେରିକା ରାଷ୍ଟ୍ରପତି ବାରାକ ଓବାମା “ସମଲିଙ୍ଗୀ”।

ଏରୋଲ ଆହୁରି କହିଛନ୍ତି, ଓବାମା ଜଣେ ସମଲିଙ୍ଗୀ ସେ ଜଣେ ପୁରୁଷଙ୍କୁ ବିବାହ କରିଛନ୍ତି ଯିଏ ଜଣେ ମହିଳାଙ୍କ ପରି ପୋଷାକ ପିନ୍ଧନ୍ତି। ଏଥିରେ ଆଶ୍ଚର୍ଯ୍ୟ ହୋଇ ଜୋଶୁଆ ପଚାରିଥିଲେ, ମିଶେଲ ଓବାମା କ’ଣ ଜଣେ ପୁରୁଷ? ଏରୋଲ କହିଥିଲେ, ନିଶ୍ଚିତ ଭାବରେ ତୁମେ ତାହା ଜାଣିନାହଁ କି?

ଏଥିରେ ସେ କନ୍ସିରେସି ଥିଓରୀର ଉଦାହରଣ ଦେଇଛନ୍ତି ଯାହା ୨୦୧୪ ମସିହାରେ ଭାଇରାଲ ହୋଇଥିଲା ଯେତେବେଳେ ହାସ୍ୟ ଅଭିନେତା ଜନ ରିଭର୍ସ ପୂର୍ବତନ ପ୍ରଥମ ମହିଳା ମିଶେଲ ଓବାମାଙ୍କ ଲିଙ୍ଗ ବିଷୟରେ ପରିହାସ କରିଥିଲେ। ସେ ଏହା ମଧ୍ୟ ଅଭିଯୋଗ କରିଥିଲେ ଯେ, ବାରାକ ଓବାମା “ସମଲିଙ୍ଗୀ”। ଏରୋଲ କହିଥିଲେ, “ଜନ ରିଭର୍ସ ଏହାକୁ ସର୍ବସାଧାରଣରେ ଉଲ୍ଲେଖ କରିଥିଲେ। ତେବେ ତାଙ୍କର ଦୁଇ ସପ୍ତାହ ପରେ ମୃତ୍ୟୁ ହୋଇଥିଲା। ଏହି ଅଜବ ଦାବି କରିବାର କିଛି ସପ୍ତାହ ପରେ, ୪ସେପ୍ଟେମ୍ବର୨୦୧୪ରେ ରିଭର୍ସଙ୍କ ମସ୍ତିଷ୍କ କ୍ଷତ ଯୋଗୁ ମୃତ୍ୟୁ ହୋଇଥିଲା। ଆଜି ପର୍ଯ୍ୟନ୍ତ ଏହି ଦାବିର କୌଣସି ପ୍ରମାଣ ମିଳିନାହିଁ।

ସୂଚନାଯୋଗ୍ୟ, Barack Obama ଏବଂ ମିଶେଲଙ୍କ ସାକ୍ଷାତ ୧୯୮୯ରେ ଏକ ଆଇନ ଫାର୍ମରେ ହୋଇଥିଲା। ସେମାନେ ୧୯୯୨ ମସିହାରେ ବିବାହ କରିଥିଲେ। ସେମାନଙ୍କର ଦୁଇଟି ସନ୍ତାନ ମାଲିଆ ଏବଂ ସାଶା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ପଦକ ପାଇବେ ଏହି ଫାଣ୍ଡି ଅଧିକାରୀ, କର୍ତ୍ତବ୍ୟନିଷ୍ଠା ପାଇଁ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଅତିଥି ଚରଣ ନାୟକ ତାଙ୍କର ଉଲ୍ଲେଖନୀୟ ପୋଲିସ ସେବାର ସ୍ବୀକୃତି…

ସ୍ତ୍ରୀଙ୍କୁ ଖୋଜି ବୁଲୁଛନ୍ତି ଖବରଦାତା: ଚଳନ୍ତା ଟ୍ରେନ୍‌ରୁ କୁଆଡ଼େ ଉଭାନ୍‌

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରର ଯୁବ ଖବରଦାତା ଦୁଷ୍ମନ୍ତ ପ୍ରଧାନଙ୍କ ସ୍ତ୍ରୀ ସାଗରିକା ପ୍ରଧାନ ଏବଂ ମା’ ଗୁରୁବାର ନାଗାଲାଣ୍ଡର ଦିମାପୂର୍‌ ଅଭିମୁଖେ ଟ୍ରେନରେ ଯାଇଥିଲେ। ବାଟରେ…

ସମିତି ସଭ୍ୟଙ୍କୁ ଗୁଳିମାରି ହତ୍ୟା: ବଢୁଛି ସନ୍ଦେହ, କାର୍‌ ଭିତରେ ଥିବା ସମୟରେ…

ଡୁଙ୍ଗୁରିପାଲି,୧୧।୯:ସୁବର୍ଣ୍ଣପୁର ଓ ବରଗଡ଼ ଜିଲା ସୀମାବର୍ତ୍ତୀ କେବାଡ଼ ଜିରୋ ଆଡି କେନାଲ ନିକଟରେ ଆଗଲପୁର ପଞ୍ଚାୟତ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାଏକ (୪୦)ଙ୍କୁ ଗୁଳିମାରି ହତ୍ୟା କରାଯାଇଛି।…

ମହାକାଶରେ ବଡ଼ ହଲଚଲ! ବୁଧ ଗ୍ରହରେ ବିରାଟ ଫାଟ, ବୈଜ୍ଞାନିକ ଦେଲେ ଚେତାବନୀ…

ନୂଆଦିଲ୍‌ଲୀ,୧୧।୯: ବୁଧ ଯେତିକି ସଙ୍କୁଚିତ ହୋଇଛି, ଏହାର ପୃଷ୍ଠଭାଗରେ ସେତିକି ଫାଟ ସୃଷ୍ଟି ହୋଇଛି। ଆରବ ବର୍ଷ ଧରି ହୋଇଥିବା ଧକ୍କା କାରଣରୁ ସୃଷ୍ଟି ହୋଇଥିବା ଗର୍ତ୍ତ…

ମାଲିକ ଭଳି ବ୍ୟବହାର କରୁଛନ୍ତି ରାହୁଲ ଦ୍ରାବିଡ଼…ଲଗାତର ୫ ମ୍ୟାଚ୍‌ ହାରିବା ପରେ କୋଚ ଦେଲେ ବଡ଼ ବୟାନ୍‌

ନୂଆଦିଲ୍ଲୀ,୧୧।୯: ୟୁରୋପିଆନ ଟି-୨୦ ପ୍ରିମିୟର ଲିଗ (ETPL) ରେ ରାହୁଲ ଦ୍ରାବିଡ଼ଙ୍କ ଦଳ ‘ଡବ୍ଲିନ ଗାର୍ଡିଆନ୍ସ’ର ଆରମ୍ଭ ଭଲ ହୋଇ ନ ଥିଲା। ଯଦିଓ ଗତ ବୁଧବାର…

ଶାଗୁଆନ କାଠ ଗାଡ଼ି ଛାଡ଼ି ମାଫିଆ ଫେରାର, ପାଟ୍ରୋଲିଂ ସମୟରେ ବନ କର୍ମଚାରୀ ଅଟକାଇବାରୁ…

ମୋହନା,୧୦ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ବନାଞ୍ଚଳରେ ବନ ବିଭାଗକୁ ବଡ଼ ସଫଳତା ମିଳିଛି। ଏକ ପିକଅପ୍‌ ଗାଡ଼ିରୁ ୪୨ ଖଣ୍ଡ ଚୋରା ଶାଗୁଆନ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri