ଟୁଇଟରକୁ ମସ୍କଙ୍କ ଚେତାବନୀ…

ଓ୍ବାଶିଂଟନ, ୧୭।୫ : ଅଗ୍ରଣୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ବିଷୟରେ ଟେସଲା ମାଲିକ ଏଲନ ମସ୍କ ମଙ୍ଗଳବାର ଏକ ଚେତାବନୀ ଦେଇଛନ୍ତି। ଟୁଇଟର ସିଇଓ ପରାଗ ଅଗ୍ରୱାଲଙ୍କୁ ଏକ ଚେତାବନୀରେ ମସ୍କ କହିଛନ୍ତି ଯେ ନିୟାମକ ଏଜେନ୍ସିରେ କମ୍ପାନୀର ଦାଖଲର ସଠିକତା ଉପରେ ମୋର ଅଧିଗ୍ରହଣ ନିଆଯିବା ପ୍ରସ୍ତାବ ଆଧାରିତ।

ଯଦି ଟୁଇଟରର ସିଇଓ ସ୍ପାମ ଆକାଉଣ୍ଟଗୁଡିକର ପ୍ରମାଣ ପ୍ରଦାନ ନକରନ୍ତି ତେବେ ଏହି ଡିଲ ଆଗକୁ ବ ଢ଼ିବ ନାହିଁ। ସୋମବାର ଟୁଇଟର ସିଇଓ ପରାଗ ଅଗ୍ରୱାଲ ସ୍ପାମ ଆକାଉଣ୍ଟର ପ୍ରମାଣ ଦେଖାଇବାକୁ ସର୍ବସାଧାରଣରେ ମନା କରିଦେଇଥିଲେ। ଏଭଳି ପରିସ୍ଥିତିରେ ଟୁଇଟର କ୍ରୟ ଚୁକ୍ତି ଆହୁରି ଜଟିଳ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri