ହିନ୍ଦୁ ମହିଳାଙ୍କୁ ମନ୍ଦିର ଦର୍ଶନ କରାଇ ଦେବା ପାଇଁ କାନ୍ଧରେ ବସାଇ ନେଲେ ମୁସଲମାନ ଯବାନ

ଆନ୍ଧ୍ରପ୍ରଦେଶର ତିରୁମାଲାରେ ଧାର୍ମିକ ସମନ୍ବୟର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି। ଜଣେ ମୁସଲମାନ ଯବାନ ହିନ୍ଦୁ ମହିଳାଙ୍କୁ କାନ୍ଧରେ ବସାଇ ୬ କିଲୋମିଟର ନେଇଥିଲେ। କାରଣ ମହିଳା ତିରୁମାଲା ମନ୍ଦିରରେ ଭଗବାନ ଭେଙ୍କଟେଶ୍ୱରଙ୍କୁ ପୂଜା କରିପାରିବେ।
୫୮ ବର୍ଷୀୟା ମହିଳା ମଙ୍ଗି ନାଗେଶ୍ୱରମ୍ମା ଦୁଇ ଦିନିଆ ତିରୁମାଲା ଗସ୍ତରେ ଆସିଥିଲେ। ସେ ପାଦରେ ଯାତ୍ରା କରୁଥିବା ସମୟରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା। ପାହାଡ ଉପରେ ଥିବା ତିରୁମାଲା ମନ୍ଦିର ମାତ୍ର ୬ କିଲୋମିଟର ଦୂରରେ ଥିଲା ହେଲେ ସେ ଆଉ ଚାଲି ପାରିଲେ ନାହିଁ।

ଏହି ସମୟ ମଧ୍ୟରେ କଡପା ଜିଲାର ସ୍ବତନ୍ତ୍ର ପୋଲିସ କର୍ମଚାରୀ ତୀର୍ଥଯାତ୍ରୀଙ୍କ ତତ୍ତ୍ୱାବଧାନରେ ଥିଲେ। ପରେ କନଷ୍ଟେବଳ ଶେଖ ଅର୍ଶଦଙ୍କ ନାଗେଶ୍ୱରମ୍ମାଙ୍କ ଉପରେ ନଜର ପଡ଼ିଥିଲା। ଅର୍ଶଦ ପ୍ରଥମେ ତାଙ୍କୁ ଡାକ୍ତରଖାନା ନେଇଥିଲେ। ଏହା ପରେ ସେ ନାଗେଶ୍ୱରମ୍ମାଙ୍କୁ କାନ୍ଧରେ ଉଠାଇ ୬ କିଲୋମିଟର ଦୂରରେ ଅବସ୍ଥିତ ମନ୍ଦିରକୁ ନେଇଗଲେ। ଏହି ସମୟ ମଧ୍ୟରେ ଅର୍ଶଦ ମଧ୍ୟ ପାହାଡ ଉପରେ ଥିବା ଜଙ୍ଗଲ ଦେଇ ଯାଇଥିଲେ। ଅର୍ଶଦଙ୍କ କାର୍ଯ୍ୟକୁ ତୀର୍ଥଯାତ୍ରୀମାନେ ପ୍ରଶଂସା କରିଛନ୍ତି। ତାଙ୍କ କାହାଣୀ ସମଗ୍ର ଆନ୍ଧ୍ରପ୍ରଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri