Posted inଜାତୀୟ

ଅଯୋଧ୍ୟା ରାମମନ୍ଦିର ମୂର୍ତ୍ତି ନିର୍ମାଣ କରିଛନ୍ତି ମୁସଲମାନ ବାପ-ପୁଅ

କୋଲକାତା,୧୪ା୧୨: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲାର ୨ଜଣ ମୁସଲମାନ କାରିଗର ଅଯୋଧ୍ୟା ରାମମନ୍ଦିର ପାଇଁ ଭଗବାନ ରାମଙ୍କ ମୂର୍ତ୍ତି ନିର୍ମାଣ କରିଛନ୍ତି। ମହମ୍ମଦ ଜମାଲୁଦ୍ଦିନ ଓ ତାଙ୍କ ପୁଅ ଦୀର୍ଘଦିନ ଧରି ଏହି ମୂର୍ତ୍ତି ନିର୍ମାଣରେ ନିୟୋଜିତ ଥିଲେ। ସେମାନଙ୍କ କାରିଗରି କାର୍ଯ୍ୟ ସମ୍ପର୍କରେ ଅନ୍‌ଲାଇନରୁ ଜଣାପଡ଼ିବା ପରେ ରାମଙ୍କ ମୂର୍ତ୍ତି ନିର୍ମାଣ ଲାଗି ଅଯୋଧ୍ୟାରୁ ଅର୍ଡର ମିଳିଥିଲା।
ଦେଶରେ ବିଭିନ୍ନ ଧର୍ମର ଲୋକ ଅଛନ୍ତି। ଭଗବାନ ରାମଙ୍କ ମୂର୍ତ୍ତି ନିର୍ମାଣ କରୁଥିବାରୁ ସେ ବହୁତ ଖୁସି ଅନୁଭବ କରୁଛି। ଜଣେ କାରିଗର ଭାବେ ଏହି ମୂର୍ତ୍ତି ହେଉଛି ମୋର ଭ୍ରାତୃତ୍ୱର ବାର୍ତ୍ତା ବୋଲି ଜମାଲୁଦ୍ଦିନ କହିଛନ୍ତି। ସେ ପୂର୍ବରୁ ମା’ ଦୁର୍ଗା ଓ ଜଗଧାତ୍ରୀଙ୍କ ମୂର୍ତ୍ତି ନିର୍ମାଣ କରି ଲୋକପ୍ରିୟତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ

ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri