Posted inଫୁରସତ

ଜନ୍ମାଷ୍ଟମୀରେ ପୁଅ ଜନ୍ମ ହେବାରୁ ନାଁ ‘କୃଷ୍ଣ’ଦେଲେ ଏହି ମୁସଲମାନ ବ୍ୟକ୍ତି: ଆଉ ତା ପରେ..

ରାଜନୈତିକ ପ୍ରରୋଚନା ଆଳରେ ସମାଜରେ ଧର୍ମ ନାମରେ ଦଙ୍ଗା ହେବାର ନଜିର ରହିଛି। ହେଲେ ଆଜି ବି ହିନ୍ଦୁ ମୁସଲମାନମାନ ଧର୍ମାବଲମ୍ବୀମାନଙ୍କ ମଧ୍ୟରେ ସମନ୍ବୟ ପୂର୍ବଭଳି ରହିଛି। ଏହାର ପ୍ରମାଣ ଆମେ ସମୟ ସମୟରେ ପାଇଥାଉ। ଏହି ସମୃଦ୍ଧ ପରମ୍ପରା ଏବଂ ସଂସ୍କୃତିର ଭାବାବେଗ ଭାରତକୁ ବିଶ୍ୱଠାରୁ ଭିନ୍ନ କରିଥାଏ।

ଏପରି ଏକ ଘଟଣାକ୍ରମରେ ଇନ୍ଦୋରର ଜଣେ ମୁସଲମାନ ବ୍ୟକ୍ତି ତାଙ୍କ ପୁଅ କୃଷ୍ଣଙ୍କ ନାମ ରଖିଛନ୍ତି। ତାଙ୍କ ପୁଅ କୃଷ୍ଣ ଜନ୍ମାଷ୍ଟମୀ ଦିନ ଜନ୍ମ ହୋଇଥିଲେ। ତେଣୁ ସେ ତାଙ୍କ ନାମ କୃଷ୍ଣ ରଖିଥିବା ଜଣାପଡ଼ିଛି। ବ୍ୟକ୍ତିଜଣଙ୍କ ହେଲେ ଅଜିଜ ଖାନ। ମଧ୍ୟପ୍ରଦେଶର ବାସିନ୍ଦା ଥିବା ଅଜିଜଙ୍କର ୧୨ ବର୍ଷ ପୂର୍ବେ ଏକ ପୁଅ ଜନ୍ମ ହୋଇଥିଲା। ଉକ୍ତ ଦିନ ଜନ୍ମାଷ୍ଟମୀ ଥିଲା। ଭଗବାନ କୃଷ୍ଣଙ୍କ ଜନ୍ମ ଅବସରରେ ସେ ତାଙ୍କ ପୁଅଙ୍କ ନାମ ମଧ୍ୟ କୃଷ୍ଣ ରଖିଥିଲେ।

ସେ କୁହନ୍ତି ଯେ, ୧୨ ବର୍ଷ ପୂର୍ବେ ୨୩ ଅଗଷ୍ଟ ୨୦୦୮ ରେ ମୋ ପତ୍ନୀ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏହା ପରେ ଡାକ୍ତର ପୁଅର ନାମ ଫର୍ମରେ ପୂରଣ କରିବାକୁ କହିଥିଲେ। ମୁଁ ସଙ୍ଗେ ସଙ୍ଗେ ମୋ ପୁଅ କୃଷ୍ଣଙ୍କୁ କୃଷ୍ଣ ବୋଲି କହିଲି। କାରଣ ସେଦିନ କୃଷ୍ଣ ଜନ୍ମାଷ୍ଟମୀ ଥିଲା। ଏହାକୁ ନେଇ ତାଙ୍କ ମା ତାଙ୍କୁ ବିରୋଧ କରିଥିଲେ। କିନ୍ତୁ ସେ ନାମ ପରିବର୍ତ୍ତନ କରି ନ ଥିଲେ। ଏପରିକି ଡାକ୍ତରମାନେ ତାଙ୍କୁ ଏଥିପାଇଁ ବାଧା ଦେଇଥିଲେ। ହେଲେ ପରେ ସେମାନେ ତାଙ୍କ ସହ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri