Posted inଜାତୀୟ

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ ଉମର ଅହମ୍ମଦ ଇଲିୟାସିଙ୍କୁ ଭେଟିଛନ୍ତି । କସ୍ତୁରବା ଗାନ୍ଧୀ ମାର୍ଗ ମସଜିଦରେ ବନ୍ଦ କୋଠରି ମଧ୍ୟରେ ଉଭୟଙ୍କ ମଧ୍ୟରେ ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବୈଠକ ହୋଇଛି । ଅଖିଳ ଭାରତୀୟ ଇମାମ ସଙ୍ଗଠନର କାର୍ଯ୍ୟାଳୟ ସେହିଠାରେ ରହିଛି ।
ଏହି ମହତ୍ୱପୂର୍ଣ୍ଣ ବୈଠକ ପରେ ଇଲିୟାସି କହିଛନ୍ତି, ଆମର ଡିଏନ୍‌ଏ ଗୋଟିଏ । କେବଳ ଆଲ୍ଲାଙ୍କୁ ଉପାସନା କରିବାର ଉପାୟ ଭିନ୍ନ । ସେ କହିଛନ୍ତି ମୋହନ ଭାଗବତ ‘ରାଷ୍ଟ୍ରପିତା’ ଓ ଆମ ସମସ୍ତଙ୍କୁ ମାନିବାକୁ ପଡିବ ଯେ ରାଷ୍ଟ୍ର ହେଉଛି ସବୁଠୁ ଉପରେ । ଏହା ବ୍ୟତୀତ ଇମାମ ଉମର ଅହମ୍ମଦ ଇଲିୟାସି କହିଛନ୍ତି, ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ ତାଙ୍କ ନିମନ୍ତ୍ରଣ କ୍ରମେ ମଦ୍ରାସା ଆସିଥିଲେ ଓ ସେଠାରେ ଥିବା ପିଲାମାନଙ୍କ ସହ କଥା ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri