Posted inଜାତୀୟ

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି ଗ୍ରାମରେ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ କହିଛି। ମୃତକ ରାନିପୁର ଗ୍ରାମର ପପ୍ପୁ ଅନ୍‌ସାରୀ ବୋଲି ଜଣାପଡିଛି। ଆକ୍ରମଣକାରୀମାନେ ପପ୍ପୁଙ୍କ ବିରୋଧରେ ଗୋରୁ ଚୋରି ଅଭିଯୋଗ ଆଣିଥିଲେ। ଅନ୍ୟପକ୍ଷେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri