‘ଫରାସୀଙ୍କୁ ହତ୍ୟା କରିପାରିବେ ମୁସଲମାନ’

କୁଆଲାଲମ୍ବୁର,୩୧ା୧୦: ନିସ୍‌ ଆକ୍ରମଣର କିଛି ସମୟ ପରେ ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ମହାଥିର ମହମ୍ମଦ ଟୁଇଟର୍‌ରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ ଲକ୍ଷ ଫରାସୀଙ୍କୁ ହତ୍ୟା କରିବା ଅଧିକାର ମୁସଲମାନମାନଙ୍କର ରହିଛି। ଏହାକୁ ନେଇ ଫ୍ରାନ୍ସ ଓ ଅନ୍ୟ ରାଷ୍ଟ୍ରଗୁଡ଼ିକରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଟୁଇଟର୍‌ ଉକ୍ତ ପୋଷ୍ଟକୁ ଡିଲିଟ୍‌ କରିଦେଇଛି। ହିଂସାକୁ ମହିମାମଣ୍ଡିତ କରୁଥିବା ଏହି ଟୁଇଟ୍‌ ଆମର ନିୟମଗୁଡ଼ିକୁ ଉଲ୍ଲଂଘନ କରୁଛି ବୋଲି ଟୁଇଟର ପକ୍ଷରୁ କୁହାଯାଇଛି। ମହାଥିରଙ୍କ ଟୁଇଟର ଆକାଉଣ୍ଟକୁ ତୁରନ୍ତ ସସ୍‌ପେଣ୍ଡ କରାଯାଉ ବୋଲି ଫ୍ରାନ୍ସର ଜୁନିୟର ଡିଜିଟାଲ ଆଫେୟାର୍ସ ମନ୍ତ୍ରୀ ସେଡ୍ରିକ୍‌ ଓ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

୩ ବର୍ଷ ପାଇଁ ଏଚ୍‌-୧ବି ଭିଜା ବନ୍ଦ ଲାଗି ଆମେରିକା ସିନେଟ୍‌ରେ ବିଲ୍‌ ଆଗତ

ଓ୍ୱାଶିଂଟନ,୨୬ା୭: ଆମେରିକା ସିନେଟ୍‌ରେ ଏକ ନୂଆ ବିଧେୟକ ଆସିଛି। ଏହି ବିଲ୍‌ ଅନୁଯାୟୀ ଆଗାମୀ ୩ବର୍ଷ ପାଇଁ ନୂତନ ଏଚ୍‌-୧ବି ଭିଜା ସେବା ବନ୍ଦ ରଖିବାକୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri