Posted inଜାତୀୟ

‘ମୁଁ ଜିତିଲେ ମୁସଲମାନମାନେ ତିଲକ ଲଗେଇବେ’

ଲକ୍ଷ୍ନୌ,୧୪।୨: “ମୁଁ ପୁଣି ଥରେ ନିର୍ବାଚିତ ହେଲେ ମୁସଲମାନମାନେ ତିଲକ ଲଗେଇବେ”। ଉତ୍ତରପ୍ରଦେଶ ନିର୍ବାଚନ ମଧ୍ୟରେ ଏଭଳି ବୟାନ ଦେଇଛନ୍ତି ଭାଜପାର ବିଧାୟକ ରାଘବେନ୍ଦ୍ର ସିଂ। ଘଟଣାର ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି।

“ଯଦି ମୁଁ ପୁଣି ଥରେ ବିଧାୟକ ହୁଏ, ଗୋଲ ଟୋପି ଦେଖିବାକୁ ମିଳିବ ନାହିଁ। ଆଗାମୀ ଥର ମୁସଲମାନମାନେ ତିଲକ ଲଗେଇବେ” ବୋଲି ୟୁପିର ଦୋମାରିୟାଗଞ୍ଜରୁ ବିଧାୟକ ଥିବା ରାଘବେନ୍ଦ୍ର ଭିଡିଓରେ କହୁଥିବା ଶୁଣିବାକୁ ମିଳୁଛି। ସେ ହିନ୍ଦୁ ଯୁବ ବାହିନୀ ଦାୟିତ୍ୱରେ ଅଛନ୍ତି। ଏହି ଦକ୍ଷିଣପନ୍ଥୀ ଗୋଷ୍ଠୀ ପ୍ରତିଷ୍ଠାତା ହେଉଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।

୨୦୧୭ରେ ଦୋମାରିୟାଗଞ୍ଜ ଆସନରୁ ୨୦୦ ଖଣ୍ଡ ଭୋଟରେ ଜିତିଥିଲେ। ଏହି ଅଞ୍ଚଳରେ ଭୋଟିଂ ୬ଷ୍ଠ ପର୍ଯ୍ୟାୟରେ ହେବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ନଡ୍ଡାଙ୍କ ବୟାନରେ ବର୍ଷିଲେ କେଜ୍‌ରିଓ୍ବାଲ, କହିଲେ ଭାରତ ମହାନ୍‌ ଥିଲା, ରହିଛି…

ନୂଆଦିଲ୍ଲୀ,୬।୫: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ଏକ ବିବୃତି ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ...

‘ମୁଁ ଏକେଲା ଅନୁଭବ କରୁଛି, ମୋ ସହ କାହାକୁ…’, ଜେଲରଙ୍କୁ ଚିଠି ଲେଖିଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧୫।୫: ମନି ଲଣ୍ଡରିଂ ମାମଲାରେ ତିହାର ଜେଲରେ ବନ୍ଦ ଥିବା ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ପୁଣିଥରେ ଚର୍ଚ୍ଚାକୁ ଆସିଯାଇଛନ୍ତି। ଏଥର ସେ...

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ...

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୨୭୨ ନୂଆ...

ନାମାଙ୍କନପତ୍ର ଦାଖଲ କଲେ ଶିବସେନା ପ୍ରାର୍ଥୀ

ମୁମ୍ବାଇ,୨୭।୫: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଓ କୋଲାପୁର ଶିବସେନା ସଭାପତି ସଞ୍ଜୟ ପାୱାର ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ...

ସ୍କୁଲ, ସିନେମା ହଲ୍‌ ବନ୍ଦ

ନୂଆଦିଲ୍ଲୀ, ୨୮ା୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ୟେଲୋ ଆଲର୍ଟ ଜାରି କରିଛନ୍ତି। ଏହି ଆଲର୍ଟ ଅନୁସାରେ...

ଟିକାଦାନ ସତ୍ତ୍ୱେ ଥମୁନି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୩...

୧୦ରେ ନୂତନ ସଂସଦ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫ା୧୨: ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ନୂତନ ସଂସଦ ଭବନ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂତନ ସଂସଦ ଗୃହର ଭିତ୍ତିପ୍ରସ୍ତର ସମାରୋହ ଡିସେମ୍ବର...

Advertisement
Archives

Model This Week