Posted inଜାତୀୟ

ନିଶ୍ଚିତ ବିଜୟ ଆସନରୁ ଲଢ଼ିବା ଜରୁରୀ: ଶରଦ ପାଓ୍ବାର…

ମୁମ୍ବାଇ,୮।୬ : ଏନସିପି ମୁଖ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ପାୱାର ଔରଙ୍ଗାବାଦରେ କହିଛନ୍ତି ରାଜନୈତିକ ଦଳମାନେ ପ୍ରଥମେ କେଉଁ ଆସନ ଜିତିବେ ସେନେଇ ନିଶ୍ଚିତ ହେବା ପରେ ନିବ;ାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଆକଳନ କରିବା ଉଚିତ। କିନ୍ତୁ ଏହା ମଧ୍ୟ ମନେ ରଖିବା ଉଚିତ ଯଦି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି, ତା’ହେଲେ ତାଙ୍କର ଉପସ୍ଥିତି ଶାସକ ଦଳମାନଙ୍କୁ ଯେପରି କୌଣସି ପ୍ରକାରେ ସାହାଯ୍ୟ ନ କରେ।

ସେହିଭଳି ଯେତେବେଳେ ତାଙ୍କୁ ପଚରାଗଲା କୌଣସି ରାଜନୈତିକ ଦଳ ରାଜ୍ୟର ପ୍ରତ୍ୟେକ ଭାଗରେ ନିର୍ବାଚନ ଲଢ଼ିବା ସ୍ଥିତିରେ ନାହାଁନ୍ତି ଏବଂ ଏହା ଦଳର ଦୁର୍ବଳତାର ସଙ୍କେତ ଅଟେ କି? ଏହା ଉପରେ ଏନସିପି ସଭାପତି କହିଛନ୍ତି ଦଳମାନେ ଯେକୌଣସି ଆସନରୁ ନିର୍ବାଚନ ଲଢ଼ିପାରିବେ, କିନ୍ତୁ ସେମାନେ କାହିଁକି ଏପରି କରୁଛନ୍ତି ତାହା ପ୍ରଥମେ ଚିନ୍ତା କରିବା ଉଚିତ। ଦଳଗୁଡିକ ପ୍ରଥମେ ସିଟରେ ପ୍ରତିଦ୍ୱନ୍ଦ୍ୱିତା କରି ଶାସକ ଦଳକୁ ସାହାଯ୍ୟ କରୁଛନ୍ତି କି ନାହିଁ ତାହା ଯାଞ୍ଚ କରିବା ଜରୁରୀ। ଯେଉଁ ସ୍ଥାନରୁ ସେମାନେ ଜିତିବା ନିଶ୍ଚିତ ସେମାନଙ୍କୁ ଏଭଳି ସିଟ ଉପରେ ଧ୍ୟାନ ଦେବାକୁ ପଡିବ। କାରଣ ଏହା ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ।

ବାସ୍ତବରେ ଆସନ୍ତା ବର୍ଷ ମେ ୨୦୨୪ ରେ ଲୋକସଭା ନିର୍ବାଚନ ହେବାକୁ ଥିବାବେଳେ ଆସନ୍ତା ବର୍ଷ ନଭେମ୍ବର-ଡିସେମ୍ବରରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବ। ଏଭଳି ପରିସ୍ଥିତିରେ ଶିବସେନା (ୟୁବିଟି), ଏନସିପି ଏବଂ କଂଗ୍ରେସର ମହା ବିକାଶ ଅଘାଡି (ଏମଭିଏ) ମିଳିତ ଭାବେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଥିବାବେଳେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଏବଂ ଭାଜପା ଏକାଠି ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?