Posted inଖେଳ

ମୁସ୍ତାକ ଅଲୀ ଟ୍ରଫି : ଦିଲ୍ଲୀ ଦଳରେ ଧାଓ୍ବନ, ଈଶାନ୍ତ

ନୂଆଦିଲ୍ଲୀ ୨୬ା୧୨- ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ପାଇଁ ଘୋଷଣା କରାଯାଇଥିବା ଦିଲ୍ଲୀ ଦଳରେ ସ୍ଥାନ ପାଇଛନ୍ତି ଭାରତୀୟ ପେସର ଈଶାନ୍ତ ଶର୍ମା। କିନ୍ତୁ ସେ ଦିଲ୍ଲୀ ଦଳର ସମସ୍ତ ମ୍ୟାଚ ପାଇଁ ଉପଲବ୍ଧ ହେବେ ନାହିଁ। ସିନିୟର ଓପନର ଶିଖର ଧାଓ୍ବନଙ୍କୁ ମଧ୍ୟ ଦଳରେ ନିଆଯାଇଛି। ତାଙ୍କୁ ଦିଆଯାଇଛି ଦିଲ୍ଲୀ ଦଳର ନେତୃତ୍ୱ ଭାର।

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ବେଳେ ଆହତ ସମସ୍ୟା କାରଣରୁ ଈଶାନ୍ତ ଅଷ୍ଟ୍ରେଲିଆ ଗସ୍ତରୁ ବାଦ୍‌ ପଡ଼ିଥିଲେ। ଧାଓ୍ବନ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ ଖେଳିଥିଲେ। ଦ୍ୱିତୀୟ ମ୍ୟାଚରେ ସେ ଅର୍ଦ୍ଧଶତକ ହାସଲ କରିଥିଲେ। ସିଲେକ୍ସନ ପ୍ୟାନେଲ ଟୁର୍ନାମେଣ୍ଟ ପାଇଁ ୪୨ ଜଣିଆ ଏକ ବଡ଼ ଦଳ ମନୋନୟନ କରିଛି। ଦଳରେ ୧୯ ବର୍ଷରୁ କମ୍‌ ବିଶ୍ୱକପ ବିଜୟୀ ଅଧିନାୟକ ଉନ୍ମୁକ୍ତ ଚାନ୍ଦ, ନୀତୀଶ ରାଣା, ପଓ୍ବନ ସୁୟଲ ଏବଂ ମନନ ଶର୍ମାଙ୍କୁ ମଧ୍ୟ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri