‘ନିବେଶକଙ୍କୁ ଆକୃଷ୍ଟ କରୁଛି ମ୍ୟୁଚୁଆଲ ଫଣ୍ଡ’

ନୂଆଦିଲ୍ଲୀ,୭ା୧: ବର୍ତ୍ତମାନ ସମୟରେ ମ୍ୟୁଚୁଆଲ ଫଣ୍ଡ ଅବସର ଯୋଜନାଠାରୁ ଆରମ୍ଭକରି ପିଲାମାନଙ୍କ ଜରୁରିକାଳୀନ ଆବଶ୍ୟକତା ପର୍ଯ୍ୟନ୍ତ ସେବା ଓ ସୁବିଧା ଯୋଗାଉଛି। ବିଶେଷ କରି ଏହି ଉଦ୍ୟୋଗ ବିଭିନ୍ନ ସମାଧାନ ଉନ୍ମୁଖ ଉପତ୍ାଦ ପ୍ରଦାନ କରିଥାଏ। ଏହା ନିବେଶକଙ୍କୁ ବେଶ୍‌ ଆକୃଷ୍ଟ କରୁଛି। ଏପରିକି ବିଭିନ୍ନ ଜୀବନ ଲକ୍ଷ୍ୟ ପାଇଁ ଯୋଜନା କରିବାରେ ଏହା ବେଶ୍‌ ସହାୟକ ହୋଇଥାଏ। ସେହିଭଳି ସମାଧାନ ଉନ୍ମୁଖ ଉପତ୍ାଦ ମ୍ୟୁଚୁଆଲ ଫଣ୍ଡର ଏକ ସାମ୍ପ୍ରତିକ ଆରମ୍ଭ କରାଯାଇଥିବା ବର୍ଗ। ଏହି ପାଣ୍ଠି ଜୀବନରେ ଜଟିଳ ଲକ୍ଷ୍ୟର ଏକ ସହଜ ପଥ ସୃଷ୍ଟି କରିବାରେ ସକ୍ଷମ ହୋଇଥାଏ। ଆମ ଚତୁଃପାର୍ଶ୍ୱରେ ବିଶ୍ୱ ବିକଶିତ ହେଉଥିବାରୁ ନିବେଶକଙ୍କୁ ମଧ୍ୟ ନୂତନ ସୁଯୋଗର ଲାଭ ଉଠାଇବାରେ ସକ୍ଷମ ହେବା ପାଇଁ ବିନିଯୋଗ ଆଭିମୁଖ୍ୟକୁ ମଧ୍ୟ ବିକାଶ କରିବାର ଆବଶ୍ୟକତା ରହିଛି। ଏ ସମ୍ପର୍କରେ ଆକ୍ସିସ ଏମ୍‌ସିର ମୁଖ୍ୟ ବ୍ୟବସାୟ ଅଫିସର ରାଘବ ଆୟଙ୍ଗର କହିଛନ୍ତି, ଗୁଣବତ୍ତା, ଅଭିବୃଦ୍ଧି, ମୂଲ୍ୟ କିମ୍ବା ପାଣ୍ଠିର ଅନ୍ତର୍ନିହିତ ବିନିଯୋଗ ଦର୍ଶନକୁ ପ୍ରଭାବଶାଳୀ ଭାବରେ ପ୍ରତିନିଧିତ୍ୱ କରୁଥିବା ଅନ୍ୟ କୌଣସି ଆଭିମୁଖ୍ୟକୁ ପାଣ୍ଠି ପରିଚାଳକ ବାଛିପାରିବେ। ବିଶେଷକରି ନିବେଶ ଶୈଳୀରେ ବିବିଧତା ଆଣି ନିବେଶକମାନେ ଏକାଧିକ ବ୍ୟବସାୟ ଚକ୍ରର ଲାଭ ଉଠାଇପାରିବେ। ସେହିପରି ନିବେଶକମାନେ ସିଷ୍ଟମାଟିକ ଇନ୍‌ଭେଷ୍ଟମେଣ୍ଟ ପ୍ଲାନ୍‌ (ଏସ୍‌ଆଇପି) ବିକଳ୍ପ ମଧ୍ୟ ଚୟନ କରିପାରିବେ। ଅପରପକ୍ଷରେ ପ୍ୟାସିଭ ଫଣ୍ଡ ଏକ ପ୍ରକାର ମିଚ୍ୟୁଆଲ ଫଣ୍ଡ, ଯାହା ବେଞ୍ଚମାର୍କ ଇଣ୍ଡେକ୍ସକୁ ଅନୁସରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?