Posted inଜାତୀୟ

ମୁଜାଫରପୁର ଘଟଣା ଭାଜପାର ଘୃଣା ରାଜନୀତିର ଫଳ: ଖାର୍ଗେ….

ନୂଆଦିଲ୍ଲୀ,୨୬।୮ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ଭାଜପା ବିରୋଧରେ ଅଭିଯୋଗ ଆଣିଛନ୍ତି। ଉତ୍ତରପ୍ରଦେଶର ଏକ ସ୍କୁଲରେ ଶିକ୍ଷୟିତ୍ରୀ ଜଣେ  ଜଣେ ସଂଖ୍ୟାଲଘୁ ଛାତ୍ରଙ୍କୁ ଅନ୍ୟ ଛାତ୍ରଙ୍କୁ ଚାପୁଡା ମାରିବା ଦଳର ଘୃଣା ରାଜନୀତିର ଫଳାଫଳ। ସେ କହିଛନ୍ତି ଏଭଳି ଘଟଣା ଦେଶର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରୁଛି। ଦୋଷୀମାନଙ୍କୁ କଠୋର ଦଣ୍ଡ ଦିଆଯିବା ଜରୁରୀ। ଯାହାଦ୍ୱାରା କେହି ଏହାକୁ ପୁନରାବୃତ୍ତି କରିବାକୁ ସାହସ କରିବେ ନାହିଁ ।

ମୁଜାଫରନଗରର ଜଣେ ସ୍କୁଲ ଶିକ୍ଷୟିତ୍ରୀ ଜଣେ ତାଙ୍କ ଛାତ୍ରମାନଙ୍କ ମଧ୍ୟରେ ଜଣେ ମୁସଲମାନ ବାଳକକୁ ଚାପୁଡ଼ା ମାରିବା ଏବଂ ତାଙ୍କ ସମ୍ପ୍ରଦାୟ ବିରୁଦ୍ଧରେ ଅପମାନଜନକ ମନ୍ତବ୍ୟ ଦେବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ସହ ଅନେକ ରାଜନୈତିକ ଦଳ ପକ୍ଷରୁ କଡ଼ା ନିନ୍ଦା କରାଯାଇଛି। ସୋସିଆଲ ମିଡ଼ିଆ ଏକ୍ସରେ ହିନ୍ଦୀରେ ଏକ ପୋଷ୍ଟରେ ଖାର୍ଗେ ଏହା କହିଛନ୍ତି । ଏହା ସମ୍ବିଧାନର ବିରୋଧୀ।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri