ସୋମାଲିଆରେ ‘ଏମଭି ଲିଲା ନରଫୋକ’ ଜାହାଜ ହାଇଜ୍ୟାକ, ଚାଳକ ଦଳରେ ରହିଛନ୍ତି ୧୫ ଭାରତୀୟ

ମୋଗାଦିସୁ,୫।୧: ସୋମାଲିଆ ଉପକୂଳରୁ ‘ଏମଭି ଲିଲା ନରଫୋକ’ ନାମକ ଏକ ଜାହାଜକୁ ଅପହରଣ କରାଯାଇଛି। ଗତକାଲି ଜାହାଜକୁ ଅପହରଣ କରାଯାଇଥିଲା, ଏହା ପରେ ଭାରତୀୟ ସେନା ଉପରେ କଡା ନଜର ରଖାଯାଇଛି।

ଭାରତୀୟ ନୌସେନା ଏକ ବୟାନ ଜାରି କରି କହିଛି ଯେ ଗୁରୁବାର ସାରେ ଲାଇବେରିଆର ଫ୍ଲାଗଡ ଜାହାଜ ଆରବ ସାଗର ଦେଇ ଯାଉଥିବା ବେଳେ ଏହି ଘଟଣା ଘଟିଛି। ଜାହାଜଟି UKMTO ପୋର୍ଟାଲରେ ଏକ ବାର୍ତ୍ତା ପଠାଇଛି ଯେ ପ୍ରାୟ ୫-୬ ସଶସ୍ତ୍ର ଅଜ୍ଞାତ ବ୍ୟକ୍ତି ଜାହାଜରେ ଚଢି ଜାହାଜକୁ ଅପହରଣ କରିବାକୁ ଚେଷ୍ଟା କରୁଛନ୍ତି। ସୂଚନା ପାଇବା ମାତ୍ରେ ଭାରତୀୟ ନୌସେନା ଏହାର ଯୁଦ୍ଧ ଜାହାଜ ଆଇଏନଏସ ଚେନ୍ନାକୁ ପଠାଇଲା। ଆଇଏମଏସ ଚେନ୍ନାଇ କେବଳ ସାମୁଦ୍ରିକ ସୁରକ୍ଷା ପାଇଁ ଆରବ ସାଗରରେ ନିୟୋଜିତ । ଆହୁରି ମଧ୍ୟ ଶୁକ୍ରବାର ସକାଳେ ନୌସେନା ବିମାନ ମଧ୍ୟ ଅପହରଣ ହୋଇଥିବା ଜାହାଜ ଉପରେ ଉଡ଼ଥିଲା। ନୌସେନା ଜାହାଜ ସହିତ ଯୋଗାଯୋଗ କରି କ୍ରୁ ସଦସ୍ୟଙ୍କ ସୁରକ୍ଷା ବିଷୟରେ ପଚାରି ବୁଝିଥିଲା। ନୌସେନା ଏହି ଅଞ୍ଚଳରେ ଉପସ୍ଥିତ ଥିବା ଅନ୍ୟ ଅଂଶୀଦାର ଦେଶ ଏବଂ ଏଜେନ୍ସି ସହିତ ପରିସ୍ଥିତି ଉପରେ ଅତି ନିକଟରୁ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri