ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ ଅଗସ୍ତିନୁଆ ଗାଁସ୍ଥିତ ସ୍ବୟଂକ୍ରୀୟ ଯାନ ଚାଳନା ପରୀକ୍ଷା କେନ୍ଦ୍ର ପରିସରରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆରଟିଓ ଇଂ ଦେବାଶିଷ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଡେପୁଟି କମିଶନର ଛତ୍ରପୁର ଗୋପାଳ ଦାଶ, ଆରଟିଓ ଇଂ. ଦେବାଶିଷ ସ୍ବାଇଁ, ଏଆରଟିଓ ସୋମନାଥ ଶବର, ଜୁନିଅର ଏମଭିଆଇ ତାରାକାନ୍ତ ନନ୍ଦ ଓ ରୋହିତ କୁମାର ପଣ୍ଡା, ଟିଆଇ ବିଶ୍ୱ ରଞ୍ଜନ ସାହୁଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନେ ଯୋଗଦେଇ ଏମଭିଆଇ ଶ୍ରୀ ବେହେରା ଏବଂ ଷ୍ଟେନୋ ଶ୍ରୀ ମାର୍ଥାଙ୍କ ଅବସରକାଳୀନ ଜୀବନ କିପରି ସୁଖମୟ ହେବ ସେଥିପାଇଁ ସମସ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ l ଏହା ସହିତ ଦୁଇଜଣଙ୍କୁ ଡେପୁଟିକମିସନର ଏବଂ ଆରଟିଓ ପୁଷ୍ପଗୁଚ୍ଛ ସହିତ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରିଥିଲେ l ସମସ୍ତ କାର୍ଯ୍ୟକ୍ରମକୁ କାର୍ଯ୍ୟାଳୟର ଅଜୟ କୁମାର ବାରିକ ପରିଚାଳନା କରିଥିବାବେଳେ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?