ସିରିଜ ଦୁର୍ଘଟଣା ଘଟାଇଲା ମୋ’ ବସ୍‌: ୪ ଆହତ

ଭୁବନେଶ୍ୱର,୨୩ା୧: ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ପୂର୍ବାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟାଇଛି ମୋ ବସ୍‌। ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ଗୋଟିଏ ମୋ ବସ୍‌କୁ ଆଉ ଏକ ମୋ ବସ୍‌ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି।।

ଆଜି ସକାଳେ ଇଭି ମୋ ବସ୍‌ଟି ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଉଥିଲା। ତା’ପଛରେ ଅନ୍ୟ ଗାଡ଼ିଗୁଡ଼ିକ ଥିଲା। ହଠାତ୍ ଟ୍ରାଫିକ ପୋଷ୍ଟ ନିକଟରେ ଇଭି ମୋ ବସ୍‌ଟି ହଠାତ୍ ବ୍ରେକ ମାରିଥିଲା। ଫଳରେ ତା’ପଛରେ ଥିବା ଅନ୍ୟ ମୋ ବସ୍‌ଟି ଇଭି ମୋ ବସ୍‌କୁ ଧକ୍କା ଦେଇଥିଲା। ପରେ ମୋ ବସରେ ପଛରେ ଥିବା ୨ଟି କାରକୁ ଧକ୍କା ଦେଇଥିଲା। ଏହି ମୋ ବସ୍‌ ଧକ୍କାରେ ୩ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ମୋ’ ବସ୍‌ ଦୁଇଟିକୁ ଡିପୋକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri