ମନ୍ତ୍ରୀଙ୍କ ବଡ଼ ଘୋଷଣା: ମୋ ବସ୍‌ ଡ୍ରାଇଭରଙ୍କ ଆଖି ଲାଗିଗଲେ , ବାଜିବ

ଭୁବନେଶ୍ୱର,୮।୨: ମୋ ବସର ନାଁ ପରିବର୍ତ୍ତନ ହୋଇ ଆମ ବସ ହେବ। ଏ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ‘ମୋ ବସ’ ଏକ ଅହଂକାର ଶବ୍ଦ ହେବ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି। ମୋହନ ସରକାର ଲୋକଙ୍କ ସରକାର, ଆମର କହିବା ଠିକ ହେବ।
ଏହା ସହ ସେ କହିଛନ୍ତି, ଦୁର୍ଘଟଣା ରୋକିବାକୁ ବସ୍‌ ଆଗରେ ଓ ପଛରେ କ୍ୟାମେରା ଲାଗିବ। ଡ୍ରାଇଭର ଆଲର୍ଟ ରହିବାପାଇଁ ବସ୍‌ରେ ଆଡସ ମଧ୍ୟ ଲାଗିବ। ଯଦି ଡ୍ରାଇଭରଙ୍କ ଆଖି ଲାଗିଯାଏ ତାହେଲେ ସାଇରନ ବାଜିବ।

ନିକଟରେ ମୋ ବସ୍‌ ଧକ୍କାରେ ନାବଳିକାଙ୍କ ମୃତ୍ୟୁ ଘଟିଥିଲା। ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଥିଲା। ମୃତ ନାବାଳିକାଙ୍କ ବୟସ ୧୩ ବର୍ଷର।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri