ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଷ୍ଟୁଡିଓ ଛକରେ ଏକ ମୋ ବସ୍ ଇଞ୍ଜିନରେ ସୋମବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିଲା। ଡ୍ରାଇଭର ସଙ୍ଗେ ସଙ୍ଗେ ଗାଡି ଷ୍ଟାର୍ଟ ବନ୍ଦ କରି ଯାତ୍ରୀଙ୍କୁ ବସରୁ ଓହ୍ଲାଇ ଦେଇଥିଲେ। ଷ୍ଟାର୍ଟ ବନ୍ଦ ହେବା ପରେ ନିଆଁ ଆପେ ଲିଭିଯାଇଥିଲା।
ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଷ୍ଟୁଡିଓ ଛକରେ ଏକ ମୋ ବସ୍ ଇଞ୍ଜିନରେ ସୋମବାର ମଧ୍ୟାହ୍ନରେ ନିଆଁ ଲାଗି ଯାଇଥିଲା। ଡ୍ରାଇଭର ସଙ୍ଗେ ସଙ୍ଗେ ଗାଡି ଷ୍ଟାର୍ଟ ବନ୍ଦ କରି ଯାତ୍ରୀଙ୍କୁ ବସରୁ ଓହ୍ଲାଇ ଦେଇଥିଲେ। ଷ୍ଟାର୍ଟ ବନ୍ଦ ହେବା ପରେ ନିଆଁ ଆପେ ଲିଭିଯାଇଥିଲା।
ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…
ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…
ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…
ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍ରୁ ବାଦ୍ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…
ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍ଜିଏନ୍ଆର୍ଇଜିଏସ୍ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…
ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…
ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…
ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…