ଆଜିଠୁ ୬୯ ରୁଟ୍‌ରେ ‘ମୋ ବସ୍‌’

ଭୁବନେଶ୍ୱର,୧।୧୨(ବ୍ୟୁରୋ): ସୋମବାର ଡିସେମ୍ବର ପହିଲାରୁ ୬୯ ରୁଟ୍‌ରେ ଗଡ଼ିବ ‘ମୋ ବସ୍‌’। ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ଓ କୋଣାର୍କର ମୋଟ ୭୦ ରୁଟ୍‌ ମଧ୍ୟରୁ କେବଳ ରୁଟ୍‌ ନଂ.୨୯ କଳିଙ୍ଗ ବିହାରରୁ ସାଇ ମନ୍ଦିର ପର୍ଯ୍ୟନ୍ତ ମୋ ବସ୍‌ ଚଳାଚଳ କରିବ ନାହିଁ ବୋଲି ଏହାର ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିୟନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। କୋଭିଡ୍‌ ଲକ୍‌ଡାଉନ୍‌ ପରେ ‘ମୋ ବସ୍‌’ ସେବାକୁ ସମ୍ପୂର୍ଣ୍ଣଭାବେ ବନ୍ଦ କରାଯାଇଥିବାବେଳେ ଅନ୍‌ଲକ୍‌ ପର୍ଯ୍ୟାୟଠାରୁ ଧୀରେ ଧୀରେ ବସ୍‌ ସେବା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧: ରାଜ୍ୟବାସୀଙ୍କୁ ନୂଆ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ।‘ରାଜ୍ୟବାସୀଙ୍କୁ...

ଲ୍ୟାମ୍ପ୍‌ସ ଅଫିସରେ ତାଲାଦେଲେ ମହିଳା

ନନ୍ଦାହାଣ୍ଡି,୪ା୯(ଡି.ଏନ୍‌.ଏ.): ଚାଷୀଙ୍କୁ ୟୁରିଆ ସାର ନ ଦେଇ ଚୋରାଚାଲାଣ ହେଉଥିଲା। ଏହାର ପ୍ରତିବାଦରେ ମହିଳା ଚାଷୀମାନେ ଲ୍ୟାମ୍ପ୍‌ସ କାର୍ଯ୍ୟାଳୟରେ ଶନିବାର ତାଲା ପକାଇ ଦେଇଥିଲେ। ନବରଙ୍ଗପୁର...

ଦିଗହରା ନାବିକଙ୍କ ଲୋମଟାଙ୍କୁରା କାହାଣୀ: ଆଉ କେବେ ସମୁଦ୍ରକୁ ଯିବିନାହିଁ’

ଅଗଷ୍ଟ ୨୮ ତାରିଖ। ଛୋଟ ବୋଟ୍‌ (ସ୍ଥାନୀୟ ଭାଷାରେ ଟାପା)ରେ ରାଶନ ସାମଗ୍ରୀ ସହ ଏକ ନୂଆ ସ୍କୁଟି ଲଦି ପୋର୍ଟବ୍ଲେୟାରରୁ ବାହାରିଥିଲେ ନାବିକ ଅମ୍ରିତ...

ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୭(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ନବରଙ୍ଗପୁର ସୀମା ଆମପାଣି ଘାଟିରେ ବୁଧବାର ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି।...

କଟକ ଶିଶୁଭବନରେ ନବଜାତକଙ୍କୁ ଚିକିତ୍ସାରେ ଅବହେଳା: ବାପାଙ୍କ ଫେସ୍‌ବୁକ ପୋଷ୍ଟ ପରେ ସ୍ଥିତି ବଦଳିଲା

କଟକ ଅଫିସ,୩୦ା୬: ପୁଣି ଚର୍ଚ୍ଚାର ପରିସରକୁ ଆସିଛି କଟକ ଶିଶୁଭବନ। ୨ଦିନ ତଳେ ଜନ୍ମ ହୋଇଥିବା ଏକ ନବଜାତ ଶିଶୁପୁତ୍ରଙ୍କ ଚିକିତ୍ସାରେ ଅବହେଳା କରାଯାଉଥିଲା। ଡାକ୍ତର,...

ଅପେକ୍ଷାରେ ୨ ଦଶନ୍ଧି

ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ...

ଦୁର୍ନୀତି ଅଭିଯୋଗରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ନିଲମ୍ବିତ

ଭୁବନେଶର,୧୯।୧୧(ବ୍ୟୁରୋ): ଦୁର୍ନୀତି ଅଭିଯୋଗ ପ୍ରମାଣ ମିଳିବା ପରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ଅର୍ଜୁନ କହଁର ନିଲମ୍ବିତ ହୋଇଛନ୍ତି। ଏ ସମ୍ପର୍କରେ କଟକ ପୋଲିସ ମୁଖ୍ୟାଳୟ ପକ୍ଷରୁ...

ଟ୍ରେନ ଦୁର୍ଘଟଣା ପରେ ବଦଳିଲା ଗତିପଥ: କେନ୍ଦୁଝର ଦେଇ ଚଳାଚଳ କରିବ ଏହି ସବୁ ଟ୍ରେନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ଜରୁରୀକାଳିନ ଭାବେ ବିଭିନ୍ନ ଜିଲା ଦେଇ ଅନେକ...

Advertisement
Archives

Model This Week