୩ ଦିନ ପାଇଁ ମୋ’ ବସ୍‌ କଟକଣା: ଏସବୁ ରାସ୍ତା ଦେଇ ଯିବା ମନା

ଭୁବନେଶ୍ୱର,୨୯ା୧୧: ଶୁକ୍ରବାରଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହନ ଚଳାଚଳ ବାରଣ ରହିଛି।

ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍‌ଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲ୍‌କୋ ଛକ ଯାଏ କଟକଣା ରହିଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହନ ଚଳାଚଳ ମନା ହୋଇଛି। ଏଥିପାଇଁ ବିଭିନ୍ନ ରୁଟ୍‌ରେ ମୋ’ ବସ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଛି। ୯,୧୦,୧୧,୧୨, ଏଇ-୧, ଏଇ-୨,୧୩,୧୭,୨୦,୨୧,୨୨-ଏ, ୨୩,୨୫,୨୬,୨୭,୨୮,୩୦, ୩୧, ୩୨, ୩୬, ୩୭, ୩୮, ୩୯,୪୦, ୪୪, ୪୬,୪୭, ୬୪ ଏବଂ ୬୬ରେ ମୋ’ ବସ୍‌ର ରୁଟ୍‌ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ, ହାରିଲା ଗୁଜରାଟ

ବେଙ୍ଗାଲୁରୁ, ୨୪।୪- ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ନିକଟରୁ ୫ ଉଇକେଟରେ ପରାଜିତ ହୋଇଛି। ଗୁଜରାଟ ୨୦…

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ,…

ସୀମାରେ ହଠାତ୍‌ ଅନ୍ଧାର: ପଞ୍ଜାବରୁ କଶ୍ମୀର ପର୍ଯ୍ୟନ୍ତ ‘ବ୍ଲାକ୍‌ଆଉଟ୍‌’ ହାଇ ଆଲର୍ଟ, ରାତି ୧୦ଟାରେ ସାବଧାନ…!

ଚଣ୍ଡିଗଡ଼/ଶ୍ରୀନଗର,୨୪।୪: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଶୁକ୍ରବାର ରାତିରେ ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରର ସମସ୍ତ ଜିଲାରେ ‘ସିଭିଲ ଡିଫେନ୍ସ ଏୟାର୍‌ ରେଡ୍‌/ବ୍ଲାକଆଉଟ୍‌’ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

କୁଶପଡାରେ କ୍ରିକେଟ ଟୁର୍ନାମେଣ୍ଟ:   ମହାମାୟୀ ଟିମ୍ ଚାମ୍ପିୟନ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ଖେଳପଡିଆ ଠାରେ ଚାଲିଥିବା ଶ୍ରୀ ସିଦ୍ଧି ବିନାୟକ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ…

ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ…

୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri