ଜୁଲାଇ ୩୧ ଯାଏ ମୋ’ ବସ୍‌ ସେବା ବନ୍ଦ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ସାରା ରାଜ୍ୟରେ ଦିକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ଲକ୍‌ଡାଉନ କଟକଣା ଲାଗୁ କରିଛନ୍ତି। ତେବେ ଏହି ସମୟରେ ମୋ ବସ୍‌ ସେବା ବନ୍ଦ ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ବା କ୍ରୁଟ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।  ତେବେ ବିମାନ ବନ୍ଦର ତଥା ରେଳ ଷ୍ଟେସନରେ ବାହାରୁ ଆସି ପହଞ୍ଚୁଥିବା ଯାତ୍ରୀଙ୍କ ପାଇଁ ସଟଲ ସେବାର ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ପ୍ରଶ୍ନୋତ୍ତର ବାତିଲ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ପ୍ରକୋପକୁ ଦେଖି (କୋଭିଡ୍‌-୧୯)ଷୋଡଶ ବିଧାନସଭାର ତୃତୀୟ ଅଧିବେଶନର ମାର୍ଚ୍ଚ ୧୬ ତାରିଖରୁ ୨୧ ଏବଂ ୨୩ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ...

ଓଡ଼ିଶା ମୁହାଁ ବିହାରୀ ମଦ ମାଫିଆ

ଭୋଗରାଇ,୨୦।୪(ଡି.ଏନ.ଏ.)-ବିହାରର ଦାଗୀ ମଦ ବେପାରୀ ଓ ମାଫିଆମାନେ ସେଠାରେ କଳା ତାଲିକାଭୁକ୍ତ ହେବା ପରେ ଏବେ ଓଡ଼ିଶା ମୁହଁା ହୋଇଛନ୍ତି। ନିକଟରେ ଓଡ଼ିଶା ସରକାର ପ୍ରଥମଥର...

ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ: ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ସବୁ ଅଞ୍ଚଳକୁ ପ୍ରବେଶ କରିଛି। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ...

ଭୋଟ ଦେଲେ ବିଧାୟକ ନରସିଂହ ମିଶ୍ର

ବଲାଙ୍ଗୀର ଅଫିସ,୨୪।୩: ପୌର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳୁ ଭୋଟର ଲମ୍ବା ଲାଇନ୍‌ରେ ଧାଡ଼ି ବାନ୍ଧି ଛିଡ଼ା ହୋଇଥିବା...

୪୮ ଘଣ୍ଟାରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି...

କୋଭିଡ୍‌ ଗାଇଡ୍‌ଲାଇନ ନ ମାନିବାରୁ ସିଲ୍‌ ହେଲା ୨ ଦୋକାନ

ଝାରସୁଗୁଡା ଅଫିସ୍‌,୪।୪: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା...

ମନୋଜ, ଲତାଙ୍କୁ ମନେପକାଇଲା ଲିଟେରାରି ମିଟ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଭୁବନେଶ୍ୱର କ୍ଲବଠାରେ ଚାଲିଥିବା ଟାଟା ଷ୍ଟିଲ୍‌ ଭୁବନେଶ୍ୱର ଲିଟେରାରି ମିଟ୍‌ର ଶନିବାର ୨ୟ ଦିବସରେ ସାହିତ୍ୟ ଆଲୋଚନା ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଅସୁରକ୍ଷିତ ବୌଦ୍ଧ ହୀରକ ତ୍ରିଭୁଜ

ଚଣ୍ଡିଖୋଲ,୧ା୧୦(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ହୀରକ ତ୍ରିଭୁଜ ନାମରେ ଖ୍ୟାତ ଉଦୟଗିରି, ଲଳିତଗିରି ଓ ରତ୍ନଗିରି ଦିନକୁ ଦିନ ଅସୁରକ୍ଷିତ ହୋଇ ପଡୁଛି। ଏହି ବୌଦ୍ଧ...

Advertisement
Archives

Model This Week