୩ ଜିଲାକୁ ସମ୍ପ୍ରସାରିତ ହେବ ମୋ ବସ୍‌ ସେବା

ଭୁବନେଶ୍ବର, ୧୯।୫(ବ୍ୟୁରୋ): ରାଜ୍ୟର ଆଉ ୩ ଜିଲାକୁ ମୋ ବସ୍‌ ସେବା ସମ୍ପ୍ରସାରିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଖୁବ୍‌ଶୀଘ୍ର ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାରେ ମୋ ବସ୍‌ ଗଡ଼ିବ ବୋଲି ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାଦ୍ୱାରା ପଶ୍ଚିମ ଓଡ଼ିଶା ସମେତ ଗଞ୍ଜାମ ଜିଲାର ଯାତ୍ରୀ ଉପକୃତ ହେବେ। ଏ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri