ସମସ୍ତ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ୟରେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍‌ ଚଳାଚଳକୁ ଅନୁମତି ମିଳିଥିବାରୁ କ୍ରୁଟ୍‌ ପକ୍ଷରୁ ୧୬ଟି ରୁଟ୍‌ରେ ମୋ ବସ୍‌ ସେବା ଆରମ୍ଭ କରାଯାଇଥିଲା। ତେବେ ପରିସ୍ଥିତିରେ ସୁଧାର ଆସିଥିବାରୁ ଆସନ୍ତା ସୋମବାରଠାରୁ ସମସ୍ତ ୨୫ଟି ରୁଟ୍‌ରେ ୧୯୪ଟି ମୋ ବସ୍‌ ଗଡ଼ିବ ବୋଲି କ୍ରୁଟ୍‌ର ଜେନେରାଲ ମ୍ୟାନେଜର ଦୀପ୍ତି ମହାପାତ୍ର ସୂଚନା ଦେଇଛନ୍ତି।

ଖୋର୍ଦ୍ଧା, କଟକ ଓ ପୁରୀରେ ସପ୍ତାହନ୍ତ ସଟ୍‌ଡାଉନ୍‌ ରହୁଥିବାରୁ ଶନିବାର ଓ ରବିବାର ମୋ ବସ୍‌ ସେବା ବନ୍ଦ ରହିବ। ସେହିପରି ରାତ୍ରୀକାଳିନ କର୍ଫ୍ୟୁକୁ ଦୃଷ୍ଟିରେ ରଖି ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୭ଟାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ବସ୍‌ ଚଳାଚଳ କରିବ। କୌଣସି ଯାତ୍ରୀ ବସ୍‌ରେ ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ମାସ୍କ ନ ଥିଲେ ବସ୍‌ରେ ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଜେନେରାଲ ମ୍ୟାନେଜର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri