Posted inଜାତୀୟ

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ ଯୋଗାଡ଼ ପାଇଁ ରାତି ରାତି ଶୋଇନାହିଁ। ଅକ୍ସିଜେନ ପାଇଁ ମୁଁ ନେହୁରା ହୋଇଛି। ଅକ୍ସିଜେନ ଅଭାବରୁ ଲୋକେ ତାଙ୍କ ପରିବାରବର୍ଗଙ୍କୁ ହରାଇଛନ୍ତି। ଦୟାକରି ସେମାନଙ୍କୁ ମିଛୁଆ କୁହ ନାହିଁ। ଏହା ଖୁବ୍‌ ବାଧୁଛି। ବିରୋଧୀ ଭାଜପାକୁ ଏଭଳି ସ୍ବରରେ କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।

କରୋନା ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀରେ ଅକ୍ସିଜେନ ଅଭାବକୁ ବଢ଼େଇ ଚାଢ଼େଇ କୁହାଯାଇଥିଲା। ଏପରି କି ଆବଶ୍ୟକତାଠାରୁ ୪ ଗୁଣ ଅଧିକ ଅକ୍ସିଜେନ ଦାବି କରିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଅକ୍ସିଜେନ ଅଡିଟ୍‌ କମିଟି ଦିଲ୍ଲୀ ସରକାରଙ୍କୁ ଏଭଳି ସମାଲୋଚନା କରିଥିବା ଭାଜପା ପକ୍ଷରୁ ଦାବି କରାଯାଇଛି। ଏହାକୁ କେନ୍ଦ୍ର କରି ସହ କେଜରଓ୍ବାଲଙ୍କ ଇସ୍ତଫା ଦାବି କରିଥିଲା ଭାଜପା। ଏହାକୁ ପୂର୍ବରୁ ଉପ ମୁଖ୍ୟମନ୍ତ୍ରୀ ମନୀଷ ଶିଶୋଦିଆ ପ୍ରତ୍ୟାଖ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri