Posted inଜାତୀୟ

ଫଟୋରେ ମୋ ମୁହଁ କ୍ରୋଧିତ ଦେଖା ଯାଉଛି, ଚା ପିଇବାକୁ ଦିଅ, କିଛି ଖାଇବାକୁ ଆଣିଛ : ଛାତ୍ରଙ୍କୁ କହିଲେ ମୋଦି,ଭିଡିଓ ଭାଇରାଲ…

ଅଯୋଧ୍ୟା,୩୦।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭଗବାନ ଶ୍ରୀରାମଙ୍କ ନଗରୀ ଅଯୋଧ୍ୟାରେ ଲୋକଙ୍କୁ ଉପହାର ଦେଇଛନ୍ତି। ଅଯୋଧ୍ୟା ଧାମ ରେଳ ଷ୍ଟେଶନର ଉଦଘାଟନ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି ୨ଟି ଅମୃତ ଭାରତ ଏବଂ ୬ ଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅମୃତ ଭାରତ ଟ୍ରେନରେ ବସିଥିବା କିଛି ସ୍କୁଲ ପିଲାଙ୍କୁ ଭେଟିଥିଲେ।

ପିଲାମାନଙ୍କ ସହ ସାକ୍ଷାତ ସମୟରେ ପିଏମ ମୋଦିଙ୍କୁ ଏକ ନିଆରା ଶୈଳୀରେ ଦେଖିବାକୁ ମିଳିଥିଲା, ଯେଉଁଠାରେ ସେ ପିଲାମାନଙ୍କ ସହ ହସୁଥିବା ଏବଂ ଥଟ୍ଟା କରୁଥିବା ଦେଖିବାକୁ ମିଳିଥିଲା। ଯେତେବେଳେ ପିଲାମାନେ ପିଏମ ମୋଦିଙ୍କ ଫଟୋ ଦେଖାଇଥିଲେ ସେତେବେଳେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ସେହି ଫଟୋରେ କ୍ରୋଧିତ ଦେଖାଯାଉଛନ୍ତି।

ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ପିଲାମାନଙ୍କୁ ଚା ପିଇବାକୁ ଦିଅ କହିଛନ୍ତି। କିଛି ଖାଇବାକୁ ଆଣି ନ କି ବୋଲି ପ୍ରଶ୍ନ କରିଥିଲେ। ଏହି ସମୟ ମଧ୍ୟରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଉପସ୍ଥିତ ଥିଲେ। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri