Posted inଫୁରସତ

ମୋ ବାପାଙ୍କର ଅଛନ୍ତି ୬ ସ୍ତ୍ରୀ,୪୫ ସନ୍ତାନ: ରହସ୍ୟ ଉନ୍ମୋଚନ କଲେ ଝିଅ

ବିବାହ ଏକ ପବିତ୍ର ବନ୍ଧନ ଭାବରେ ବିବେଚନା କରାଯାଏ। ଏହି ପବିତ୍ର ବନ୍ଧନ ବିଷୟରେ ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାରର ବିଶ୍ୱାସ ପ୍ରଚଳିତ। ଅନେକ ଲୋକ କେବଳ ଗୋଟିଏ ବିବାହରେ ଖୁସି ଥିବାବେଳେ ଅନେକ ଲୋକ ଅଛନ୍ତି ଯେଉଁମାନେ ଅନେକ ବିବାହ କରନ୍ତି। ବର୍ତ୍ତମାନ ଜଣେ ଆମେରିକୀୟ ବ୍ୟକ୍ତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଝିଅ ହିଁ ବାପାଙ୍କ ରହସ୍ୟ ଉନ୍ମୋଚନ କରିଛନ୍ତି।
ମହିଳାଙ୍କ ନାମ ହେଉଛି ଆଶଲେ ସାଣ୍ଡମିର। ଆଶଲେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟିକଟକରେ ଏକ ଭିଡିଓ ଶେୟାର କରି ତାଙ୍କ ବାପାଙ୍କ ବିଷୟରେ କହିଛନ୍ତି। ଆଶଲେ କହିଛନ୍ତି, ତାଙ୍କ ବାପା ୬ଟି ବିବାହ କରିଛନ୍ତି। ତାଙ୍କର ମୋଟ ୪୫ ସନ୍ତାନ ଅଛନ୍ତି। ମୁଁ ସେମାନଙ୍କ ମଧ୍ୟରୁ ଜଣେ। ମୋ ନିଜ ମା’ ସମୁଦାୟ ୧୨ ସନ୍ତାନ ଜନ୍ମ ଦେଇଥିବାବେଳେ ବାପାଙ୍କ ଅନ୍ୟ ସ୍ତ୍ରୀମାନେ ମଧ୍ୟ ଅନେକ ସନ୍ତାନ ଜନ୍ମ ଦେଇଛନ୍ତି। ମୋର ସମୁଦାୟ ୪୫ ଭାଇଭଉଣୀ କରିଛନ୍ତି। ମୁଁ ମୋର ପିତାଙ୍କ ୩୮ତମ ଝିଅ। ତାଙ୍କ ଭଉଣୀମାନଙ୍କ ମଧ୍ୟରେ ଜ୍ୟେଷ୍ଠଙ୍କୁ ୫୫ ବର୍ଷ ହୋଇଥିବାବେଳେ ସାନ ୧୨ ବର୍ଷ ବୟସ।
ଆଶଲେଙ୍କ ଅନୁଯାୟୀ, ପୂର୍ବରୁ ତାଙ୍କ ବାପା ଏବଂ ତାଙ୍କର ସମସ୍ତ ସ୍ତ୍ରୀ ଏବଂ ସମସ୍ତ ସନ୍ତାନ ଆମେରିକାର ନେଭାଡାରେ ଏକାଠି ରହୁଥିଲେ। କିନ୍ତୁ ଯେତେବେଳେ ଆସଲେଙ୍କୁ ମାତ୍ର ଦୁଇ ବର୍ଷ ହୋଇଥିଲା, ସେତେବେଳେ ସେମାନଙ୍କର ସମସ୍ତ ପରିବାର ଭାଙ୍ଗି ଯାଇଥିଲେ। ଏଭଳି ପରିସ୍ଥିତିରେ ସେ ତାଙ୍କ ମାଙ୍କ ସହ ଉହାଟରେ ରହିବାକୁ ଲାଗିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri