‘ମୋ ସରକାର ନିରପେକ୍ଷତାର ସହ କାମ କରିବ’

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ଦେଇଛନ୍ତି। ରାଜ୍ୟପାଳ କହିଛନ୍ତି, ମୋର ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ମୋ ସରକାରର ପ୍ରାଥମିକତା ଅଟେ। ଯେଉଁ ପ୍ରତିଶ୍ରୁତି ସବୁ ଦିଆଯାଇଛି ତାହା ପୂରଣ କରାଯିବ। ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି। ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ। ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ। ମୋ ସରକାର ଏକ ବିକଶିତ ଓଡ଼ିଶା ଗଠନ କରିବାକୁ ଚାହୁଁଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ କରିବା ଆମ ଲକ୍ଷ୍ୟ। କୃଷକ, ଶ୍ରମିକ, ଜନଜାତି, ଯୁବଶକ୍ତି, ଅନ୍ନ-ଦାତାଙ୍କୁ ଗୁରୁତ୍ବ ଦିଆଯିବ। ପ୍ରଯୁକ୍ତି ବିଦ୍ୟା ଜରିଆରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri