Posted inଖେଳ

‘ମୋ ହୃଦୟ ଓ ଆତ୍ମା ଆରସିବି ସହ ଅଛି’

ନୂଆଦିଲ୍ଲୀ,୧।୧୨: ମୁଁ ମୋ ହୃଦୟ ଓ ଆତ୍ମ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିବି। ଏହି ଅଭିଯାନ ଜାରି ରହିଛି। ମୋତେ ଯେତେବେଳେ ଯୋଗାଯୋଗ କରାଗଲା, ମୁଁ ଦ୍ୱିତୀୟ କିଛି ଚିନ୍ତା କରି ନ ଥିଲି। ବର୍ଷ ବର୍ଷ ହେଲା ବାଙ୍ଗାଲୋର ଫ୍ରାଞ୍ଚାଇଜ ସହ ଚମତ୍କାର ଅଭିଯାନ ଜାରି ରହିଛି। ଆରସିବି ଦ୍ୱାରା ଆଗାମୀ ୩ ସିଜନ ପାଇଁ ରିଟେନ ହେବା ପରେ ଏହା କହିଛନ୍ତି ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ ବିରାଟ କୋହଲି।

କୋହଲିଙ୍କ ସହ ଗ୍ଲେନ ମ୍ୟାକ୍ସଓ୍ବେଲ ଓ ମହମ୍ମଦ ସିରାଜଙ୍କୁ ରଖିଛି ବାଙ୍ଗାଲୋର ଫ୍ରାଞ୍ଚାଇଜ। କୋହଲିଙ୍କୁ ୧୫ କୋଟି ଟଙ୍କାରେ ରିଟେନ କରାଯାଇଥିବା ବେଳେ ଗତ ସିଜନରେ ଦଳ ସହ ଯୋଡ଼ି ହୋଇଥିବା ମ୍ୟାକ୍ସଓ୍ବେଲଙ୍କୁ ୧୧ କୋଟି ଟଙ୍କାରେ ରଖାଯାଇଛି। ସେହିଭଳି ୨୦୧୮ରୁ ଆରସିବି ପାଇଁ ଖେଳୁଥିବା ସିରାଜଙ୍କୁ ୭ କୋଟି ଟଙ୍କାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri