‘ମୋ’ ଜୀବନ ପ୍ରତି ବିପଦ ଅଛି’

ଇସଲାମାବାଦ,୧୪ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନ୍‌ସାଫ (ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାନ୍‌ ରବିବାର ଅପରାହ୍ନରେ ସାରା ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ବିରୋଧ କରିବାକୁ ସମର୍ଥନମାନଙ୍କୁ ନିବେଦନ କରିଛନ୍ତି। ତାଙ୍କୁ ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ (ନାବ) ଗିରଫ କରିବାର କିଛି ଦିନ ପରେ ଦଳର ଡାକରା ଆସିଛି। ସୁପ୍ରିମକୋର୍ଟ ପିଟିଆଇ ମୁଖ୍ୟଙ୍କ ଗିରଫଦାରୀକୁ ‘ବେଆଇନ’ ବୋଲି କହିଥିଲେ ଏବଂ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପାକିସ୍ତାନରେ ‘ସମ୍ବିଧାନକୁ ବଞ୍ଚାଇବା’ ପାଇଁ ଖାନ୍‌ଙ୍କ ସଂଗ୍ରାମକୁ ସ୍ବର ଦେବାକୁ ପିଟିଆଇ ଏହାର ସମର୍ଥକମାନଙ୍କୁ ଅନୁରୋଧ କରିଛି। ପିଟିଆଇ ଟୁଇଟ୍‌ କରି କହିଛି, ‘ଆଜି ପ୍ରତ୍ୟେକ ନାଗରିକ ନିଜ ସହରର ଭବିଷ୍ୟତ, ପ୍ରକୃତ ସ୍ବାଧୀନତା ପାଇଁ ପ୍ରତ୍ୟେକ ସହର, ପ୍ରତ୍ୟେକ ଗାଁ ଏବଂ ରାସ୍ତାରେ ଶାନ୍ତିପୂର୍ଣ୍ଣ ଭାବରେ ବାହାରକୁ ଆସିବା ଉଚିତ୍‌। ସମ୍ବିଧାନ ବଞ୍ଚାନ୍ତୁ, ପାକିସ୍ତାନକୁ ବଞ୍ଚାନ୍ତୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri