Posted inଜାତୀୟ

ମୋ ଜୀବନ ପ୍ରତି ବିପଦ ଅଛି: ଅର୍ଣ୍ଣବ ଗୋସ୍ୱାମୀ!

ମୁମ୍ବାଇ,୮ ।୧୧: ରିପବ୍ଲିକ ଟେଲିଭିଜନ ନେଟୱର୍କର ଏଡିଟର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ କହିଛନ୍ତି ମୋ ଜୀବନ ପ୍ରତି ବିପଦ ଅଛି । ମୁମ୍ବାଇ ପୋଲିସ ତାଙ୍କୁ ମାଡ ମାରିଥିବା ସେ ଅଭିଯୋଗ କରିଛନ୍ତି । ସୂଚନାଯୋଗ୍ୟ, ଦୁଇ ବର୍ଷ ତଳର ଆତ୍ମହତ୍ୟା ପାଇଁ ଉସକାଉଥିବା ଏକ ମାମଲାରେ ନଭେମ୍ବର ୪ରେ ଅର୍ଣ୍ଣବଙ୍କୁ ପୋଲିସ ଗିରଫ କରିଥିଲା । ତେବେ ଗିରଫ ସମୟରେ ମଧ୍ୟ ଅର୍ଣ୍ଣବ ଓ ତାଙ୍କ ପରିଜନଙ୍କ ପ୍ରତି ପୋଲିସ ଦୁର୍ବବହାର ଦେଖାଇଥିବା ସେ ଅଭିଯୋଗ କରିଥିଲେ । ଫଳରେ ତାଙ୍କ ହାତରେ କ୍ଷତ ସୃଷ୍ଟି ହେବା ସହ ହାଡ ମଧ୍ୟ ଜଖମ ହୋଇଯାଇଥିବା ସେ କହିଥିଲେ । ଏହାପରେ ବି ଅର୍ଣ୍ଣବଙ୍କ ସମସ୍ୟା ବଢିବାରେ ଲାଗିଛି । ଶନିବାର ବମ୍ବେ ହାଇକୋର୍ଟ ତାଙ୍କ୍‌ୁ ଜାମିନ ପ୍ରଦାନ କରି ନାହାନ୍ତି । ସବୁ ପକ୍ଷରୁ ଶୁଣିବା ପରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ଯଦି ଏବେ ଏହି ମାମଲାର ଶୁଣାଣି ନ ହେବ ତେବେ ଦୀପାବଳି ଛୁଟି ପଡୁଥିବାରୁ ଏହା ନଭେମ୍ବର ୨୩ ପର୍ଯ୍ୟନ୍ତ ଘୁଞ୍ଚିଯାଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri