Posted inଜାତୀୟ

ମୋର ବିରୋଧୀମାନେ ମଧ୍ୟ ମୋ ଶିକ୍ଷକ: ରାହୁଲ…

ନୂଆଦିଲ୍ଲୀ,୫।୯ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁ ଦିବସରେ ଏକ ନିଆରା ଅଭିନନ୍ଦନ ଜଣାଇଛନ୍ତି। ମଙ୍ଗଳବାର ରାହୁଲ ଗାନ୍ଧୀ କହିଛନ୍ତି ତାଙ୍କ ବିରୋଧୀମାନେ ମଧ୍ୟ ତାଙ୍କର ଶିକ୍ଷକ। ଯେହେତୁ ସେମାନଙ୍କର ଆଚରଣ, ମିଥ୍ୟା ଏବଂ ଶବ୍ଦ ତାଙ୍କୁ ସଠିକ ରାସ୍ତାରେ ରହିବାକୁ ସାହାଯ୍ୟ କରେ ଓ ଯେ କୌଣସି ମୂଲ୍ୟରେ ଆଗକୁ ବଢ଼ିବା ଜାରି ରଖିବାରେ ସାହାଯ୍ୟ କରେ। ଗୁରୁ ଦିବସରେ ସେ ସମସ୍ତ ଶିକ୍ଷକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସେ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି , ଜଣେ ଶିକ୍ଷକଙ୍କର ଆମ ଜୀବନରେ ବହୁତ ଉଚ୍ଚ ସ୍ଥାନ ଅଛି। କାରଣ ଜଣେ ଶିକ୍ଷକ ଆପଣଙ୍କ ଜୀବନର ପଥକୁ ଆଲୋକିତ କରନ୍ତି ଏବଂ ଆପଣଙ୍କୁ ସଠିକ ଦିଗକୁ ଯିବାକୁ ପ୍ରେରଣା ଦିଅନ୍ତି। ଭାରତର ଲୋକମାନେ ମଧ୍ୟ ଶିକ୍ଷକମାନଙ୍କ ପରି, ଯେହେତୁ ସେମାନେ ବିବିଧତାର ଏକତାର ଉଦାହରଣ ଦିଅନ୍ତି, ସାହସ ସହିତ ପ୍ରତ୍ୟେକ ସମସ୍ୟାର ମୁକାବିଲା କରିବାକୁ ଆମକୁ ପ୍ରେରଣା ଦିଅନ୍ତି ଏବଂ ନମ୍ରତା ଏବଂ ଅନୁତାପର ଉଦାହରଣ ଅଟନ୍ତି।

ମହାତ୍ମା ଗାନ୍ଧୀ, ଗୌତମ ବୁଦ୍ଧ ଏବଂ ଶ୍ରୀ ନାରାୟଣ ଗୁରୁ ଭଳି ମହାପୁରୁଷଙ୍କୁ ମୁଁ ମୋର ଗୁରୁ ବୋଲି ବିବେଚନା କରିଥାଏ। ଏହି ବ୍ୟକ୍ତିତ୍ୱମାନେ ଆମକୁ ସମାଜର ସମସ୍ତ ଲୋକଙ୍କ ସମାନତା ଏବଂ ସମସ୍ତଙ୍କ ପ୍ରତି ଦୟା ଏବଂ ପ୍ରେମ ଦେଖାଇବା ପାଇଁ ଜ୍ଞାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri