‘ସୋମ୍ୟାଶ୍ରୀଙ୍କୁ ବଞ୍ଚାଇବା ପାଇଁ ମୋ ପୁଅ ଜୀବନ ବାଜି ଲଗାଇଦେଲା, ହେଲେ…’

ଭୁବନେଶ୍ୱର,୧୬।୭: ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ ବିଶାଳ ଯିଏ କି ତାଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିଲେ। ଏବେ ସେ ଏସିସିବିରେ ଚିକିତ୍ସିତ ଅଛନ୍ତି। ଏସିସିବିର ବର୍ଣ୍ଣ ୟୁନିଟ ଆଇସିୟୁରେ ଭର୍ତ୍ତି ହୋଇଥିବାବେଳେ ତାଙ୍କୁ ଏ ପର୍ଯ୍ୟନ୍ତ ପ୍ରଶାସନ କିମ୍ବା ସରକାରଙ୍କ ତରଫରୁ ଯୋଗାଯୋଗ କରାଯାଇନଥିବା କହିଛନ୍ତି ତାଙ୍କ ବାପା। ଜ୍ୟୋତିପ୍ରକାଶଙ୍କ ସ୍ବାସ୍ଥ୍ୟ ଅବସ୍ଥା ଏତେଟା ଭଲ ନାହିଁ। ପରିବାର ଲୋକ ଏବେ ଜ୍ୟୋତିପ୍ରକାଶ ସହିତ କଟକ ବଡ ମେଡିକାଲରେ ଅଛନ୍ତି। ସରକାରଙ୍କ ସହଯୋଗ କାମନା କରିଛନ୍ତି ଜ୍ୟୋତିପ୍ରକାଶର ବାପା। ଜ୍ୟୋତିପ୍ରକାଶଙ୍କ ବାପା କହିଛନ୍ତି, ମୋ ପୁଅର ଦୁଇଟି ହାତ, ମୁହଁ ପୂରା ପୋଡି ଯାଇଛି ।

ଅନ୍ୟପଟେ ପ୍ଲାଷ୍ଟିକ ସର୍ଜରି ବିଭାଗ ମୁଖ୍ୟ ଡ଼ା ବିଭୁତି ନାୟକ କହିଛନ୍ତି , ଜ୍ୟୋତି ପ୍ରକାଶଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ତାଙ୍କର ହାତ ,ମୁହଁ ଓ ବିଶେଷ କରି ଫୁସଫୁସ ନିଆଁ ଦ୍ୱାରା ପ୍ରଭାବିତ ହୋଇଛି। ବର୍ତ୍ତମାନ ଚିକିତ୍ସା ଜାରି ରହିଥିଲା ବେଳେ ଗୋଟିଏ ସପ୍ତାହ ମଧ୍ୟରେ ସେ ସୁସ୍ଥ ହେବେ ବୋଲି ଆଶା ରହିଛି। ଯଦି ଆବଶ୍ୟକ ପଡେ ଜ୍ୟୋତିପ୍ରକାଶଙ୍କ ଗ୍ରାଫଟିଂ କରାଯିବ ଓ ଚିକିତ୍ସା ଅଧିକ ସମୟ ଲାଗିପାରେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

SBI ୟୁଜର୍ସଙ୍କୁ ବଡ଼ ଝଟ୍‌କା: ଡିସେମ୍ୱର ୧ରୁ ତେଲ ଭରିବା-ଟ୍ରାନ୍ସପୋର୍ଟ ଖର୍ଚ୍ଚ ଉପରେ ଲାଗିବ ଏକ୍ସର୍ଟା ଚାର୍ଜ

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ର କ୍ରେଡିଟ କାର୍ଡ ବ୍ୟବହାର କରୁଥିବା ଗ୍ରାହକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ବାସ୍ତବରେ, ଏସବିଆଇ କାର୍ଡସ (SBI Cards)…

ସେମିଫାଇନାଲ ସ୍ବପ୍ନ ଚୂର୍‌ମାର: ଟୁର୍ନାମେଣ୍ଟରୁ ବିଦାୟ ନେଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୩୧।୧୦: ହଂକଂ ସୁପର ସିକ୍ସେସ ୨୦୨୬ରେ ଭାରତୀୟ ଦଳର ପ୍ରଦର୍ଶନ ଅତ୍ୟନ୍ତ ନିରାଶାଜନକ ରହିଛି। ଦଳର ପ୍ରଦର୍ଶନ କେତେ ଖରାପ ଥିଲା, ତାହା ଏଥିରୁ ଅନୁମାନ କରାଯାଇପାରେ…

ପୁଣି ଆସୁଛି ବାତ୍ୟା! ୬ ଘଣ୍ଟାରେ ଅବପାତ, ୨୪ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର,୩୧।୧୦: ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଉପରେ କେନ୍ଦ୍ରୀଭୂତ ଆଉଏକ ଲଘୁଚାପ ବଙ୍ଗୋପସାଗରରେ ଅବପାତରେ…

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ରାତିରୁ ନିଖୋଜ ଥିଲେ, ପୋଖରୀ କୂଳରୁ ମିଳିଲା ଛାତ୍ରୀଙ୍କ ମୃତଦେହ; ଏକତରଫା ପ୍ରେମରୁ ହତ୍ୟାକୁ ନେଇ…

ମାର୍ଶାଘାଇ, ୩୧।୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଯଦୁପୁର ଗ୍ରାମରେ ଏକ ଅଭାବନୀୟ ଓ ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗତକାଲି ରାତିରୁ…

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

ଋଷିକୁଲ୍ୟା ବନ୍ୟାରେ ପୁରୁଷୋତ୍ତମପୁର ବେହାଲ: ରାତିରେ ସ୍ଥିତି ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ, ଆସନ୍ତା ୧୦ ଦିନ ଯାଏ…

ପୁରୁଷୋତ୍ତମପୁର, ୩୧।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳକୁ ସମ୍ପୂର୍ଣ୍ଣ ଛାରଖାର କରିଦେଇଛି। ଗାଁଠାରୁ ସହର…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?