ମ୍ୟାନମାର୍‌ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା

ମ୍ୟାନମାର୍‌,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ ୩,୯୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଭୁଶୁଡ଼ି ପଡ଼ିଥିବା କୋଠାଗୁଡ଼ିକର ଭଗ୍ନାବଶେଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଉଦ୍ଧାରକାରୀ ଦଳ।

ମ୍ୟାନମାର ଦେଶରେ ହୋଇଥିବା ଭୟଙ୍କର ଭୂମିକମ୍ପ ପାଇଁ ଏକ ସପ୍ତାହ ପାଇଁ ଜାତୀୟ ଶୋକ ଘୋଷଣା କରିଛି। ଏପ୍ରିଲ ୬ ପର୍ଯ୍ୟନ୍ତ ଜାତୀୟ ପତାକା ଅର୍ଦ୍ଧନମିତ ରହିବ।

ମାର୍ଚ୍ଚ ୨୮ରେ ହୋଇଥିବା ୭.୭ ତୀବ୍ରତାର ଭୟଙ୍କର ଭୂମିକମ୍ପ ହୋଇଥିଲା।ଭୂମିକମ୍ପ କେବଳ ମ୍ୟାନମାର ରେ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ପଡ଼ୋଶୀ ଥାଇଲାଣ୍ଡରେ ମଧ୍ୟ ବ୍ୟାପକ କ୍ଷତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ଆମେରିକା-ଇରାନ ଯୁଦ୍ଧ ଆମକୁ ଆଉ ଦରକାର ନାହିଁ, କାହିଁକି ରାଗି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୮ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ବ୍ରିଟେନର ସମର୍ଥନର ଅଭାବକୁ ଉଲ୍ଲେଖ କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ଷ୍ଟାର୍‌ମରଙ୍କୁ ଟାର୍ଗେଟ କରି…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri