Posted inଜାତୀୟ

ମିଜୋରାମରେ ଦୁର୍ଘଟଣାର ସମ୍ମୁଖୀନ ହେଲା ମ୍ୟାନ୍‌ମାର ସେନା ବିମାନ, ୬ ଆହତ

ଆଇଜଲ,୨୩।୧: ମଙ୍ଗଳବାର ସକାଳେ ମିଜୋରାମରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମ୍ୟାନ୍‌ମାର ସୈନ୍ୟ ବିମାନ ଏଠାରେ ଥିବା ଲେଙ୍ଗପୁଇ ବିମାନବନ୍ଦରରେ ରନୱେରୁ ଖସିଯାଇଛି। ବିମାନରେ ପାଇଲଟଙ୍କ ସମେତ ବିମାନରେ ୧୪ ଜଣ ଲୋକ ଥିଲେ। ଏଥିମଧ୍ୟରୁ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଲେଙ୍ଗପୁଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କୁହାଯାଇଛି ଯେ, ଏହି ବିମାନ ମ୍ୟାନ୍‌ମାର ସୈନିକମାନଙ୍କୁ ନେବା ପାଇଁ ମ୍ୟାନ୍‌ମାରରୁ ମିଜୋରାମକୁ ଆସିଥିଲା। ତେବେ ଲେଙ୍ଗପୁଇ ବିମାନବନ୍ଦରର ମିଆଁମାର ସେନାର ଶାନସି ୟ -୮ ବିମାନ ଅବତରଣ ସମୟରେ ରନୱେରୁ ଖସି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

BCCIର ବଡ଼ ଘୋଷଣା: ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଦଳିଲା ଟିମ ଇଣ୍ଡିଆ, ଏମାନେ ପଡିଲେ ବାଦ୍‌, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳରେ ଆକିବ ନବୀଙ୍କ ଏଣ୍ଟ୍ରି ହୋଇଛି। BCCI ପୁଣି ଥରେ ଟିମ ଇଣ୍ଡିଆରେ ପରିବର୍ତ୍ତନ କରିଛି। ପୂର୍ବରୁ…

ଧରିତ୍ରୀ ପ୍ରଭାବ: ୨୪ ଦିନ ପରେ ଖୋଲିଲା ହାତୀଲିମୁଣ୍ଡା ୟୁପି ସ୍କୁଲ

ଅମରପାଲି,୩୧ା୧୦(ପୀତାମ୍ବର ସାହୁ):ଶେଷରେ ଅଭିଭାବକଙ୍କ ଦାବି ପୂରଣ ହେବା ସହ ୨୪ ଦିନ ପରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଳପଦର କ୍ଲଷ୍ଟର ଅନ୍ତର୍ଗତ ହାତୀଲିମୁଣ୍ଡା ଉଚ୍ଚ ପ୍ରାଥମିକ…

ନଭେମ୍ବର ୧ରୁ ନୂଆ ନିୟମ: NHAIର ନୂଆ ପାସ୍‌କୁ ନେଇ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୩୧।୧୦: ଜାତୀୟ ରାଜପଥ ପ୍ରାଧିକରଣ (NHAI) ସ୍ଥାନୀୟ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେବାକୁ ଯାଇ ୧ ନଭେମ୍ବର ୨୦୨୬ରୁ କନସେସନାଲ ଆନୁଆଲ ଲୋକାଲ ପାସ (Concessional Annual…

ଜଳବନ୍ଦୀ ଗ୍ରାମରେ ପହଞ୍ଚିଲା ରିଲିଫ ସାମଗ୍ରୀ: ଲୋକଙ୍କ ଦୁଃଖ ବୁଝିଲେ ବିଧାୟକ

ଗଞ୍ଜାମ,୩୦।୧୦ (ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୂଲ୍ୟା ନଦୀର ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିଛି।…

ଉତକେଲା-ଭୁବନେଶ୍ୱର ବିମାନ ଭଡ଼ା ୫ ଗୁଣା ବୃଦ୍ଧି: ସାଧାରଣ ଯାତ୍ରୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ

କେସିଙ୍ଗା,୩୧।୧୦(ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଯାତ୍ରା ଏବେ ସାଧାରଣ ଲୋକଙ୍କ ପାଇଁ ମହଙ୍ଗା ହେବାକୁ ଯାଉଛି। କଳାହାଣ୍ଡି ଜିଲାର ଉତକେଲା ବିମାନବନ୍ଦରରୁ ଭୁବନେଶ୍ୱର ଯିବା ପାଇଁ…

ମାତ୍ର ୧୫୭୭ ଦିନରେ ଏମିତି କାରନାମା କଲେ ଅର୍ଶଦୀପ ସିଂହ: ଭାଙ୍ଗିଲେ ୩ ବିଶ୍ୱରେକର୍ଡ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ନିଜ ନାମରେ ଏକାଧିକ ବଡ଼ ରେକର୍ଡ କରିଛନ୍ତି। ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?