Posted inଜାତୀୟ

ମ୍ୟାନମାର୍‌ର ରାଜନୈତିକ ସ୍ଥିତି ଏକ ଆହ୍ବାନ ସୃଷ୍ଟି କରୁଛି : ଜୟଶଙ୍କର…

ଇମ୍ପାଲ,୨୬।୧୧ : ବହିର୍ବ୍ୟାପର ମନ୍ତ୍ରୀ ଏସ. ଜୟଶଙ୍କର ଶନିବାର ମଣିପୁରର ରାଜଧାନୀ ଇମ୍ପାଲରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି ଯେ ବାହ୍ୟ ପ୍ରବେଶ ଦୃଷ୍ଟିରୁ ବାଂଲାଦେଶ ଏବଂ ମ୍ୟାନମାର ପ୍ରାସଙ୍ଗିକ ଅଟେ। ଜୟଶଙ୍କର କହିଛନ୍ତି, ଆମେ ବାଣିଜ୍ୟ ଏବଂ ସୀମା ସୁଯୋଗ ପାଇଁ ଯୋଗାଯୋଗ ଏବଂ ପରିବହନ ବ୍ୟବସ୍ଥାକୁ ଉନ୍ନତ କରିବାକୁ ଚେଷ୍ଟା କରୁଛୁ। ଆମେ ସାମଗ୍ରିକ ବ୍ୟବସାୟ ବୃଦ୍ଧି ଉପରେ ମଧ୍ୟ ଧ୍ୟାନ ଦେଉଛୁ ।

ଜୟଶଙ୍କର କହିଛନ୍ତି, ମ୍ୟାନମାର ସହିତ ଆମେ ଦୁଇଟି ପ୍ରମୁଖ ସଂଯୋଗ ପ୍ରକଳ୍ପ ଉପରେ କାର୍ଯ୍ୟ କରୁଛୁ। ତେବେ ସେହି ଅଞ୍ଚଳରେ ବିଦ୍ରୋହ ସହିତ ବହୁ ଆହ୍ବାନ ମଧ୍ୟ ରହିଛି। ମ୍ୟାନମାର ସହିତ ଯୋଗାଯୋଗ ସମସ୍ୟା ରହିଛି । ଏକ୍ଷେତ୍ରରେ ମ୍ୟାନମାରର ରାଜନୈତିକ ପରିସ୍ଥିତି ଏକ ବଡ଼ ଆହ୍ବାନ ସୃଷ୍ଟି କରୁଛି। ରାଜନୈତିକ ସମସ୍ୟାରେ ସୁଧାର ହେଲେ ଯୋଗାଯୋଗ ବ୍ୟବସ୍ଥାରେ ମଧ୍ୟ ଉନ୍ନତି ହେବାର ଆଶା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri