ନୂଆଦିଲ୍ଲୀ,୧୯।୧୧: ଦେଶର ପ୍ରମୁଖ ଫାର୍ମା କମ୍ପାନୀ ଏନ୍ଟୋଡ୍ ଫାର୍ମାସ୍ୟୁଟିକାଲ ସହ ଷ୍ଟ୍ରାବିଜିମସ ମିଳିତ ଭାବେ ଏନ୍ଟୋଡ୍ ଚକ୍ଷୁ ସ୍ବାସ୍ଥ୍ୟ ଫାଉଣ୍ଡେଶନ ଜରିଆରେ ଏକ ମାୟୋପିଆ ସଚେତନତା ସପ୍ତାହ ପରିଚାଳନା କରୁଛି। ଏ ସମ୍ପର୍କରେ ଏନ୍ଟୋଡ୍ ଫାର୍ମାସ୍ୟୁଟିକାଲର ସିଇଓ ନିଖିଲ କେ. ମାସୁରକର କହିଛନ୍ତି, ଭାରତରେ ମାୟୋପିଆ ଏକ ଗୁରୁତର ସମସ୍ୟା ପାଲିଟିଛି। ଏପରିକି ଠିକ୍ ଭାବେ ଏହାର ପ୍ରତିକାର କରା ନ ଗଲେ ଏହା ଗୁରୁତର ହୋଇପାରେ। ଆଉ ମଧ୍ୟ କୋଭିଡ୍-୧୯ର ପ୍ରଭାବ ଯୋଗୁ ମାୟୋପିଆ ସଂଖ୍ୟା ବୃଦ୍ଧି ହୋଇଛି। ସାରା ଭାରତରୁ ୫୦୦୦ରୁ ଅଧିକ ପିଲାଙ୍କୁ ଲକ୍ଷ୍ୟ କରି ଏକ ସପ୍ତାହବ୍ୟାପୀ ଅଭିଯାନ ସହ ଆମେ ଏହା ହାସଲ କରିବାକୁ ଲକ୍ଷ୍ୟ ରଖିଛୁ। ସେହିଭଳି କେବଳ ଭୁବନେଶ୍ୱରରେ ନୁହେଁ, ସାରା ଦେଶରେ ମଧ୍ୟ ପିଲାମାନଙ୍କଠାରେ ବଢୁଥିବା ମାୟୋପିଆ ସମସ୍ୟା ଏକ ପ୍ରମୁଖ ଚକ୍ଷୁରୋଗରେ ପରିଣତ ହୋଇଛି। ଏହା ମୁଖ୍ୟତଃ ଇନ୍ଡୋର ରହଣି, ସ୍କ୍ରିନ୍ ସମୟ ଓ ବାହ୍ୟ କାର୍ଯ୍ୟରୁ ଦୂରେଇ ରହିବା ହେତୁ ଘଟୁଛି। ତେଣୁ ଆଖିର ଯତ୍ନ ପାଇଁ ଆଖି ଉପରେ କମ୍ ଚାପ ଦେବା ଯଥା ମୋବାଇଲ, ଲାପ୍ଟପ୍, ଟିଭି ଓ ବୈଦ୍ୟୁତିକ ଉପକରଣ ବ୍ୟବହାରକୁ ସୀମିତ ରଖିବା ଆବଶ୍ୟକ। ଏହି ନୂଆ ମହାମାରୀକୁ ରୋକିବା ପାଇଁ ପିତାମାତାଙ୍କୁ ମାର୍ଗଦର୍ଶନ କରିବାକୁ ଚାହୁଁ ବୋଲି ଶିଶୁ ଚକ୍ଷୁ ଚିକିତ୍ସା ଏଲ୍ଭିପିଇଆଇ ହାଇଦ୍ରାବାଦର ପେଡିଆଟ୍ରିକ ଅପ୍ଥାଲମୋଲୋଜିରେ ଫେଲୋଶିପ ଓ ଓମ୍ ନେତ୍ର ମନ୍ଦିର ଭୁବନେଶ୍ୱରର ପରାମର୍ଶଦାତା ଡା. ନବନିତ ଗୁପ୍ତା କହିଛନ୍ତି।
ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?
ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…
ଗିଲ୍ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ
ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍ରେ ବଡ଼ ବିଜୟ ହାସଲ…
ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…
ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ
ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…
ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!
ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…
କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ
ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…
ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…
ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍ରେ ବୁଧ…

