Posted inଜାତୀୟ

ରହସ୍ୟମୟ 11A ସିଟ୍‌, ବଞ୍ଚିଯାଉଛି ଜୀବନ

ନୂଆଦିଲ୍ଲୀ,୧୫ା୬: ୩ ଦଶନ୍ଧି ଅନ୍ତରରେ ଘଟିଥିବା ୨ଟି ବିମାନ ଦୁର୍ଘଟଣାରେ ବଞ୍ଚତ୍ୟାଇଥିବା ୨ ଯାତ୍ରୀଙ୍କ ସିଟ୍‌ ନମ୍ବର ୧୧ଏ ରହିଥିବା ଜଣାପଡ଼ିଛି। ପ୍ରଥମ ଦୁର୍ଘଟଣା ୧୯୯୮ରେ ଥାଇଲାଣ୍ଡରେ ଘଟିଥିବାବେଳେ ଦ୍ୱିତୀୟଟି ୨୦୨୫ ଜୁନ୍‌ ୧୨ରେ ଭାରତର ଅହମଦାବାଦରେ ଘଟିଛି। ଉଭୟ ଦୁର୍ଘଟଣାରେ ରହସ୍ୟମୟ ୧୧ଏ ସିଟ୍‌ର ଯାତ୍ରୀ ନିଶ୍ଚିତ ମୃତ୍ୟୁରୁ ବର୍ତ୍ତିଯାଇଛନ୍ତି। ଗୁରୁବାର ଏୟାର ଇଣ୍ଡିଆ ବିମାନ ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ହେବାରୁ ବିମାନର ୨୪୧ ଜଣ ପ୍ରାଣ ହରାଇଥିବାବେଳେ ୧୧ଏ ସିଟ୍‌ରେ ବସିଥିବା ଏକମାତ୍ର ଯାତ୍ରୀ ବିଶ୍ୱାସ କୁମାର ରମେଶ ଜୀବିତ ରହିଛନ୍ତି। ୨୭ ବର୍ଷ ପୂର୍ବେ ଘଟିଥିବା ବିମାନ ଦୁର୍ଘଟଣାରେ ବଞ୍ଚତ୍ୟାଇଥିବା ଥାଇଲାଣ୍ଡର ଅଭିନେତା ତଥା ଗାୟକ ଜେମ୍ସ ରୁଆଙ୍ଗସାକ୍‌ ଲୟଚୁସାକ୍‌ଙ୍କର ସିଟ୍‌ ନମ୍ବର ୧୧ଏ ଥିଲା, ଯାହା ତାଙ୍କୁ ଆଶ୍ଚର୍ଯ୍ୟ କରିଛି ବୋଲି ସେ କହିଛନ୍ତି। ୧୯୯୮ରେ ଲୟଚୁସାକ୍‌ ଥାଇଲାଣ୍ଡ ଏୟାରଓ୍ବେଜ୍‌ର ଟିଜି୨୬୧ ନମ୍ବର ବିମାନରେ ଯାତ୍ରା କରୁଥିବାବେଳେ ସେଠାର ସୁରଟ୍‌ ଥାନି ସହରରେ ଅବତରଣବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନରେ ମୋଟ ୧୪୬ ଜଣ ଥିଲାବେଳେ ସେମାନଙ୍କ ମଧ୍ୟରୁ ୧୦୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଜୀବିତଙ୍କ ମଧ୍ୟରେ ଲୟଚୁସାକ୍‌ ଅନ୍ୟତମ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?