Posted inଫୁରସତ

ସମୁଦ୍ରକୂଳରେ ଦେଖାଗଲା ରହସ୍ୟମୟ ଜୀବର ମୃତଦେହ, ଆଉ ତା’ ପରେ..

ସମୁଦ୍ରକୂଳରେ ଜୀବଜନ୍ତୁଙ୍କ ମରଶରୀର ପଡ଼ିରହିବା ଦେଖିବାକୁ ମିଳିଥାଏ। ହେଲେ ବ୍ରିଟେନ୍‌ର ଏନ୍ସଡେଲ୍‌ ସମୁଦ୍ରକୂଳରେ ଏକ ରହସ୍ୟମୟ ଜୀବର ମୃତଦେହ ଦେଖାଯାଇଛି। ଏହାକୁ ନେଇ ସେଠାରେ ଭୟର ବାତାବରଣ ଖେଳିଯାଇଥିଲା। ଜୀବଟି ୧୫ଫୁଟ ଲମ୍ବା ରହିଥିଲା।

ଜୁଲାଇ ୨୯ ତାରିଖରେ ଜଣେ ବ୍ୟକ୍ତି ଏହି ରହସ୍ୟମୟୀ ଜୀବକୁ ପ୍ରଥମେ ଦେଖିଥିଲେ। ସେ କହିଛନ୍ତି ଯେ, ଜୀବର ୪ଟି ଗୋଡ଼ ରହିଥିଲା, ଯାହାକି ବହୁତ ଅଦ୍ଭୁତ ଦେଖାଯାଉଥିଲା। ଏହାର ଲମ୍ବ ପ୍ରାୟ ୧୫ ଫୁଟ ଥିଲା ଏବଂ ଚାରିଆଡେ ହାଡ ଲାଗିି ରହିଥିଲା, ସେମାନଙ୍କ ମଧ୍ୟରେ ପ୍ରାୟ ଚାରି ଫୁଟ ଲମ୍ବର ଏକ ଷ୍ଟଙ୍କ ମଧ୍ୟ ଥିଲା।

ତାଙ୍କୁ ଏପରି ଲାଗୁଥିଲା ଯେ, ଜନ୍ମଦେବା ସମୟରେ ଉକ୍ତ ଜୀବଟିର ମୃତ୍ୟୁ ଘଟିଛି। ସେ ଏନେଇ କହିବା ପରେ ତାକୁ ଉଦ୍ଧାର କରାଯାଇଥିଲା। ଏବେ ଏହାର କିଛି ଫଟୋ ଭାଇରାଲ ହେଉଛି। ଇଂଲଣ୍ଡର ବରିଷ୍ଠ ଉପଦେଷ୍ଟା ଷ୍ଟିଫେନ ଏଲିଫ ଏହି ବିଷୟରେ କହିଛନ୍ତି ଯେ ଜୀବଟିକୁ ଚିହ୍ନଟ କରାଯାଇପାରୁନାହିଁ। ଜୀବର ଶରୀର ନଷ୍ଟ ହୋଇଯାଇଥିଲା ଏବଂ କାଦୁଅରେ ଲଟପଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri