Posted inଫୁରସତ

ସମୁଦ୍ରକୂଳରେ ଦେଖାଗଲା ରହସ୍ୟମୟ ଜୀବର ମୃତଦେହ, ଆଉ ତା’ ପରେ..

ସମୁଦ୍ରକୂଳରେ ଜୀବଜନ୍ତୁଙ୍କ ମରଶରୀର ପଡ଼ିରହିବା ଦେଖିବାକୁ ମିଳିଥାଏ। ହେଲେ ବ୍ରିଟେନ୍‌ର ଏନ୍ସଡେଲ୍‌ ସମୁଦ୍ରକୂଳରେ ଏକ ରହସ୍ୟମୟ ଜୀବର ମୃତଦେହ ଦେଖାଯାଇଛି। ଏହାକୁ ନେଇ ସେଠାରେ ଭୟର ବାତାବରଣ ଖେଳିଯାଇଥିଲା। ଜୀବଟି ୧୫ଫୁଟ ଲମ୍ବା ରହିଥିଲା।

ଜୁଲାଇ ୨୯ ତାରିଖରେ ଜଣେ ବ୍ୟକ୍ତି ଏହି ରହସ୍ୟମୟୀ ଜୀବକୁ ପ୍ରଥମେ ଦେଖିଥିଲେ। ସେ କହିଛନ୍ତି ଯେ, ଜୀବର ୪ଟି ଗୋଡ଼ ରହିଥିଲା, ଯାହାକି ବହୁତ ଅଦ୍ଭୁତ ଦେଖାଯାଉଥିଲା। ଏହାର ଲମ୍ବ ପ୍ରାୟ ୧୫ ଫୁଟ ଥିଲା ଏବଂ ଚାରିଆଡେ ହାଡ ଲାଗିି ରହିଥିଲା, ସେମାନଙ୍କ ମଧ୍ୟରେ ପ୍ରାୟ ଚାରି ଫୁଟ ଲମ୍ବର ଏକ ଷ୍ଟଙ୍କ ମଧ୍ୟ ଥିଲା।

ତାଙ୍କୁ ଏପରି ଲାଗୁଥିଲା ଯେ, ଜନ୍ମଦେବା ସମୟରେ ଉକ୍ତ ଜୀବଟିର ମୃତ୍ୟୁ ଘଟିଛି। ସେ ଏନେଇ କହିବା ପରେ ତାକୁ ଉଦ୍ଧାର କରାଯାଇଥିଲା। ଏବେ ଏହାର କିଛି ଫଟୋ ଭାଇରାଲ ହେଉଛି। ଇଂଲଣ୍ଡର ବରିଷ୍ଠ ଉପଦେଷ୍ଟା ଷ୍ଟିଫେନ ଏଲିଫ ଏହି ବିଷୟରେ କହିଛନ୍ତି ଯେ ଜୀବଟିକୁ ଚିହ୍ନଟ କରାଯାଇପାରୁନାହିଁ। ଜୀବର ଶରୀର ନଷ୍ଟ ହୋଇଯାଇଥିଲା ଏବଂ କାଦୁଅରେ ଲଟପଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri