ଚନ୍ଦ୍ରରେ ରହସ୍ୟମୟ କୁଡ଼ିଆ, ଫଟୋ ପଠାଇଲା ରୋଭର…

ବେଜିଂ,୬।୧୨: ଚନ୍ଦ୍ରର ଦୂର ପାର୍ଶ୍ୱରେ ଏକ ରହସ୍ୟମୟ କୁଡ଼ିଆ ରହିଛି। ଚାଇନାର ରୋଭର ପଠାଇଥିବା ଫଟୋରୁ ଏହା ଜଣାପଡ଼ିଛି। ଚାଇନାର ଚାଙ୍ଗ-୪ ପ୍ରୋବ୍‌ ଦ୍ୱାରା ଚନ୍ଦ୍ରକୁ ପଠାଯାଇଥିବା ୟୁଟୁ-୨ ରୋଭର ଦ୍ୱାରା ଚନ୍ଦ୍ରର ଦୂର ପାର୍ଶ୍ୱକୁ ନିଆଯାଇଥିବା ଫଟୋରେ ଏଭଳି ଦେଖିବାକୁ ମିଳିିଛି। ଏହା ୨୦୧୮ ଡିସେମ୍ବର ୮ରେ ଲଞ୍ଚ କରାଯାଇଥିଲା ଏବଂ ୨୦୧୯ ଜାନୁୟାରୀ ୩ରେ ଚନ୍ଦ୍ରର ଦକ୍ଷିଣ ଗୋଲାର୍ଦ୍ଧର ଆଇଟକେନ ବେସିନରେ ଥିବା ଭନ କରମାନ କ୍ରାଟରରେ ପ୍ରଥମ ଥର ପାଇଁ ଏହା ଅବତରଣ କରିଥିଲା।

ଏସମ୍ପର୍କରେ ସ୍ପେସ ଡଟ କମ୍‌ରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ଚାଇନାର ରୋଭର ଚନ୍ଦ୍ରର ଦୂର ପାର୍ଶ୍ୱରେ ଏକ ରହସ୍ୟମୟ ବସ୍ତୁ ଦେଖିଛି। ୟୁଟୁ -୨ ରୋଭର ଭନ କରମାନ କ୍ରାଟର ଅଞ୍ଚଳରେ କାର୍ଯ୍ୟ ଜାରି ରଖିଛି। ବର୍ତ୍ତମାନର ଅବସ୍ଥାନଠାରୁ ୮୦ ମିଟର ଦୂରରେ ଏହା ରାହସ୍ୟମୟ ବସ୍ତୁକୁ ଠାବ କରିଛି।

ଚାଇନାର ବୈଜ୍ଞାନିକମାନେ କ୍ୟୁବ ଆକୃତିର ବସ୍ତୁକୁ ରହସ୍ୟମୟ କୁଡ଼ିଆ ଭାବେ ନାମିତ କରାଯାଇଛି। ସ୍ପେସ ଡଟ କମ କହିଛି ଯେ ଚନ୍ଦ୍ର ପୃଷ୍ଠରେ ପହଞ୍ଚିବାର ପ୍ରାୟ ଦୁଇ ବର୍ଷ ପରେ ୨୦୨୧ ନଭେମ୍ବରରେ ଏହି ରହସ୍ୟମୟ ବସ୍ତୁକୁ ଚିହ୍ନଟ କରାଯାଇଥିଲା। ଏହାକୁ ନେଇ ମହାକାଶ ବିଜ୍ଞାନୀମାନେ ଅଧିକ ପରୀକ୍ଷା ନିରୀକ୍ଷା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri